Friday, November 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୩୫ କୋଠରି ବିଶିଷ୍ଟ ରାଜମହଲକୁ ମାତ୍ର ୮୭ ଟଙ୍କାରେ

by ସଞ୍ଜୟ ସ୍ୱାଇଁ
February 20, 2021
in Feature News
୧୩୫ କୋଠରି ବିଶିଷ୍ଟ ରାଜମହଲକୁ ମାତ୍ର ୮୭ ଟଙ୍କାରେ
300
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଆଜିକା ଦିନରେ ନିଜର ଘରଖଣ୍ଡେ ତିଆରି କରିବା କାଠିକର ପାଠ ହୋଇଗଲାଣି । ଘର ନଥିବାରୁ ଅନେକ ଲୋକ ଶୀତ କାକରରେ ରାସ୍ତା କଡ଼ରେ ମୁଣ୍ଡ ଗୁଞ୍ଜିବାକୁ ବାଧ୍ୟ ହେଉଛନ୍ତି । ଏପରି ସ୍ଥଳେ ଘର ନୁହେଁ ଏକ ୧୩୫ କୋଠରି ବିଶିଷ୍ଟ ରାଜମହଲକୁ ଜଣେ ରାଜକୁମାର ମାତ୍ର ଭାରତୀୟ ମୁଦ୍ରା ୮୭ ଟଙ୍କାରେ ବିକିଦେବା ଖବର ଚର୍ଚ୍ଚାର ବିଷୟ ପାଲଟିଛି। ଖବରଟି ଶୁଣି ଆପଣ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ଏହା ସମ୍ପୂର୍ଣ୍ଣ ସତ । ବର୍ଲିିନର ଜଣେ ରାଜକୁମାର ତାଙ୍କ ପିତା ଦେଇଥିବା ୧୩୫ କୋଠରି ବିଶିଷ୍ଟ ରାଜମହଲକୁ ମାତ୍ର ୮୭ ଟଙ୍କାରେ ବିକି ଦେଇଛନ୍ତି । ଏହି ଖବର ପାଇ ରାଜା ତାଙ୍କ ପୁଅଙ୍କ ନାମରେ ମାମଲା ଦାୟର କରିଥିବା ଜଣାପଡ଼ିଛି । ଜର୍ମାନ ସହରର ହନୋୱରର ରାଜା ଅର୍ନଷ୍ଟ ଅଗଷ୍ଟ ଜୁନିୟର ନିଜର ୧୩୫ କୋଠରି ବିଶିଷ୍ଟ ରାଜମହଲ ବିକିବା ଖବର ଏବେ ବେଶ୍ ଚର୍ଚ୍ଚିତ ହେବାରେ ଲାଗିଛି । ରାଜା ଅର୍ନଷ୍ଟ ଅଗଷ୍ଟ ‘ମ୍ୟାରିନବର୍ଗ’ ନାମକ ରାଜମହଲକୁ ୨୦୦୦ ମସିହାରେ ରାଜକୁମାର ଅର୍ନଷ୍ଟ ଅଗଷ୍ଟ ଜୁନିୟରଙ୍କୁ ହସ୍ତାନ୍ତର କରିଥିଲେ । ହେଲେ ୧୮ ବର୍ଷ ପରେ ଅର୍ଥାତ ୨୦୧୮ ମସିହାରେ ଅର୍ନଷ୍ଟ ଅଗଷ୍ଟ ଜୁନିୟର ଏହି ରାଜମହଲକୁ ବିକିବାକୁ ଘୋଷଣା କରିଥିଲେ । ହେଲେ ଏହି ମହଲକୁ ନେବାକୁ କେହି ଆଗ୍ରହ ପ୍ରକାଶ ନକରିବାରୁ ସେ ତାକୁ ମାତ୍ର ୮୭ ଟଙ୍କାରେ ବିକ୍ରି କରିଦେଇଛନ୍ତି । ଏ ନେଇ ସେ କହିଛନ୍ତି କି ଏହି ମହଲର ମରାମତି ପାଇଁ ୨୩ ମିଲିୟନ ପାଉଣ୍ଡର ଆବଶ୍ୟକତା ରହିଛି । ହେଲେ ଏତେ ଗୁଡିଏ ଟଙ୍କା ତାଙ୍କ ପାଖରେ ନ ଥିବାରୁ ସେ ଏହାକୁ ବାଧ୍ୟ ହୋଇ ବିକ୍ରି କରିଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!