Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ିଆ ନବବର୍ଷ ଅବସରରେ ପଣା ବଣ୍ଟନ

by ସଞ୍ଜୟ ସ୍ୱାଇଁ
April 14, 2025
in Nayagarh, State
ଓଡ଼ିଆ ନବବର୍ଷ ଅବସରରେ ପଣା ବଣ୍ଟନ
233
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଚିକିତ୍ସାଳୟ ମୁଖ୍ୟ ଫାଟକ ଠାରେ ଓଡ଼ିଆ ନବବର୍ଷ ପାଳନ ଅବସରରେ ସାମାଜିକ ଅନୁଷ୍ଠାନ ସେଣ୍ଟର ଫର ଆସୋସିଏଟେଡ ପ୍ରୋଗ୍ରେସ ଓ ଦେବ ଦୁତ ସେବା ପରିଷଦ ଓ ସମାଜସେବୀ ଦୀପକ ଦଳବେହେରା ସ୍ଵେଚ୍ଛାସେବି ମାନଙ୍କୁ ନେଇ ପଣା ବଣ୍ଟନ କାର‌୍ୟ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହାକୁ ଜିଲ୍ଲା ଯକ୍ଷ୍ମା ଅଧିକାରୀ ଡ଼ାକ୍ତର ଶରତ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।

ଆଜି ମେଡିକାଲ ଯେଉଁମାନେ ଆସୁଥିଲେ ସେ ରୋଗି ହୁଅନ୍ତୁ କି ତାଙ୍କ ସମ୍ପର୍କିୟ ହୁଅନ୍ତୁ ସମସ୍ତକୁ ସ୍ଵେଚ୍ଛାସେବି ମାନଙ୍କ ସହାୟତାରେ ପଣା ବଣ୍ଟନ କରାଯାଇଥିଲା । ଗ୍ରୀଷ୍ମ ପ୍ରବାହ ଅଧିକ ମାତ୍ରାରେ ହୋଇଥିଲା ବେଳେ ଏପରି ପଣା ପିଇବାକୁ ମିଳିଥିବାରୁ ଜନ ସାଧାରଣ ବେଶ ଖୁସି ବ୍ୟକ୍ତ କରିଥିବା ଦେଖିବାକୁ ମିଳିଥିଲା । ସନ୍ତୋଷ ରଥ,ବିଶ୍ଵ ରଜନ ଦଳେଇ,ଉମାକାନ୍ତ ମହାପାତ୍ର, ପ୍ରସାନ୍ତ କୁମାର ସାହୁ, ବବୁଲ ଦାସ,ପବିତ୍ର ସାହୁ,ପ୍ରଭୁଦତ ପ୍ରଧାନ,ସ୍ଵାସ୍ଥ୍ୟ ବିଭାଗର କର୍ମଚାରୀ ସମତେ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତିମାନେ ଏହି କାର‌୍ୟ୍ୟକ୍ରମରେ ସାମିଲ ହୋଇଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!