Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଞ୍ଚାୟତ ନିର୍ବାଚନ ନେଇ ଖୁବଶୀଘ୍ର ନିର୍ବାଚନ କମିଶନଙ୍କୁ ରିପୋର୍ଟ ଦିଆଯିବ

by ସଞ୍ଜୟ ସ୍ୱାଇଁ
August 10, 2021
in Politics, State
ପଞ୍ଚାୟତ ନିର୍ବାଚନ ନେଇ ଖୁବଶୀଘ୍ର ନିର୍ବାଚନ କମିଶନଙ୍କୁ ରିପୋର୍ଟ ଦିଆଯିବ
171
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ପଞ୍ଚାୟତ ନିର୍ବାଚନକୁ ଆସିଲା ଗୁରୁତ୍ବପୂର୍ଣ୍ଣ ସୂଚନା। କରୋନାର ଦ୍ୱିତୀୟ ଲହର ହ୍ରାସ ପାଉଥିବା ବେଳେ କଟକଣା କୋହଳ ହେବାରେ ଲାଗିଛି। ଏହାରି ମଧ୍ୟରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ଠିକ୍ ସମୟରେ ହେବ ବୋଲି ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା। ସେ କହିଛନ୍ତି ଯେ, ‘ପଞ୍ଚାୟତ ସୀମା ପୁନଃନିର୍ଦ୍ଧାରଣ କାମ ସରିଛି। ନିର୍ବାଚନ ନେଇ ଖୁବଶୀଘ୍ର ନିର୍ବାଚନ କମିଶନଙ୍କୁ ରିପୋର୍ଟ ଦିଆଯିବ। ଏହା ସହ ପୌର ନିର୍ବାଚନ ପାଇଁ ବି ଆମେ ପ୍ରସ୍ତୁତ ଅଛୁ।’ ଗତଥର ଫେବୃଆରୀରେ ନିର୍ବାଚନ ହୋଇଥିଲା। ତେଣୁ ୨୦୨୨ ଫେବୃଆରୀରେ ପଂଚାୟତ ନିର୍ବାଚନ ହେବବୋଲି ସ୍ପଷ୍ଟ ହୋଇଛି । ତେବେ ରାଜ୍ୟରେ ଆଗାମୀ ୬ ମାସ ମଧ୍ୟରେ ପଞ୍ଚାୟତ ନିର୍ବାଚନ କରାଇବା ନେଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ପୂର୍ବରୁ ଚିଠି ଲେଖିଥିଲେ ରାଜ୍ୟ ସରକାର।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!