Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୦ ଯାଏଁ ପଞ୍ଚାୟତ ସଟଡାଉନ୍

by ସଞ୍ଜୟ ସ୍ୱାଇଁ
August 27, 2020
in Nayagarh
ଗମ୍ଭାରିଡିହି ସଟ୍‌ଡାଉନ୍‌, ବଣିଆସାହି କଣ୍ଟେନ୍‌ମେଣ୍ଟ
1.8k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ଗମ୍ଭାରିଡିହିରେ ପୁଣି କୋରନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ପଞ୍ଚାୟତରୁ ଗତକାଲି ୧୪ ଜଣ ସୁସ୍ଥ ହୋଇଥିବା ବେଳେ ନୂଆ ୨୬ ଜଣ ସଂକ୍ରମିତ ହୋଇଛନ୍ତି । ଫଳରେ ଗମ୍ଭାରିଡିହି ସରପଞ୍ଚ ହରିଜନସାହିକୁ ୪ଦିନ ସଟଡାଉନ ଘୋଷଣା କରିଛନ୍ତି । ନୟାଗଡ ଗୋଷ୍ଠି ଉନ୍ନୟନ ଅଧିକାରୀଙ୍କ ପରାମର୍ଶରେ ହରିଜନସାହିକୁ ଗତକାଲି ଠାରୁ ଆସନ୍ତା ୩୦ ତାରିଖ ୪ଦିନ ଧରି ସରପଞ୍ଚ ଦିବାକର ମିଶ୍ର ସଟଡାଉନ କରିଛନ୍ତି । ପଞ୍ଚାୟତରେ କ୍ରମାଗତ ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ଏଥିପାଇ ସମସ୍ତେ ଯତ୍ନବାନ ହେବାକୁ ସରପଞ୍ଚ ପରାମର୍ଶ ଦେଇଛନ୍ତି।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!