Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାନୀୟ ଜଳ ଏବଂ ଡ୍ରେନ ନିର୍ମାଣ ନେଇ ରତନପୁରବାସୀଙ୍କ ଦାବି

by ସଞ୍ଜୟ ସ୍ୱାଇଁ
January 6, 2020
in Society
ପାନୀୟ ଜଳ ଏବଂ ଡ୍ରେନ ନିର୍ମାଣ ନେଇ ରତନପୁରବାସୀଙ୍କ ଦାବି
37
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ପାନୀୟ ଜଳ ଯୋଗାଣ ଏବଂ ଡ୍ରେନ ନିର୍ମାଣ ନେଇ ନୟାଗଡ଼ ସହର ରତନପୁର ବାସୀମାନେ ଆଜି ଜିଲ୍ଲାପାଳଙ୍କୁ ଭେଟିଛନ୍ତି । ଗ୍ରାମରେ ଥିବା ଜଳଯୋଗାଣ ପ୍ରକଳ୍ପ ଦୀର୍ଘଦିନ ହେବ ଅଚଳ ହୋଇପଡ଼ିଥିବା ବେଳେ ଦୁଇଟି ନଳକୂପ ମଧ୍ୟ ନଷ୍ଟ ହୋଇଯାଇଛି । ସେହିଭଳି ଡ୍ରେନ ନଥିବାରୁ ଏହି ଅଂଚଳରେ ସହରର ବଜ୍ଜ୍ୟଜଳ ଜମି ରହୁଥିବା କାରଣରୁ କୂଅ ପାଣି ମଧ୍ୟ ପିଇବା ଉପଯୋଗୀ ହୋଇପାରୁ ନାହିଁ । ଯାହାକୁ ନେଇ ଗ୍ରାମବାସୀମାନେ ପୂର୍ବରୁ ପି ଏଚଡି ଏବଂ ପୈାର କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ ମଧ୍ୟ କୈାଣସି ସୁଫଳ ମିଳିନଥିବା ଜଣାପଡ଼ିଛି । ଦୀର୍ଘଦିନ ହେବ ରହିଥିବା ଏହି ଅସୁବିଧା ଦୂର କରିବା ପାଇଁ ଆଜି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି ।

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!