Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରାଦ୍ୱୀପ ବନ୍ଦରରେ ଆରମ୍ଭ ହେଲା କାରବାର

by ସଞ୍ଜୟ ସ୍ୱାଇଁ
May 27, 2021
in Feature News, State
ପାରାଦ୍ୱୀପ ବନ୍ଦରରେ ଆରମ୍ଭ ହେଲା କାରବାର
155
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ୟଶ’ ପାଇଁ ପାରାଦ୍ୱୀପ ବନ୍ଦରରେ ସମସ୍ତ କାରବାର ବନ୍ଦ ଥିଲା । ବନ୍ଦରର ସମସ୍ତ କାର୍ଯ୍ୟକୁ ୨୫ ତାରିଖରୁ ବନ୍ଦ କରାଯାଇଥିଲା । ବାତ୍ୟା ‘ୟଶ’ ୨୬ତାରିଖରେ ଲ୍ୟାଣ୍ଡଫଲ କଲା ପରେ ସନ୍ଧ୍ୟା ପର ଠାରୁ ପୋର୍ଟରେ ସମସ୍ତ କାର୍ଯ୍ୟ ଆରମ୍ଭ କରାଯାଇଛି । ପାରାଦ୍ୱୀପ ବନ୍ଦରର ବାତ୍ୟା ‘ୟଶ’ ପ୍ରଭାବରେ କୌଣସି କ୍ଷୟକ୍ଷତି ହୋଇ ନଥିବା ବେଳେ ଆଜି ସକାଳୁ ବର୍ଥରେ ଜାହାଜ ଲାଗିବା ସହ ପଣ୍ୟ କାରବାର ଓ ପରିବହନ କାର୍ଯ୍ୟ ଆରମ୍ଭ ହୋଇଥିବା ନେଇ ପାରାଦ୍ୱୀପ ବନ୍ଦରର ଉପାଧ୍ୟକ୍ଷ ଆଶିଷ କୁମାର ବୋଷ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!