Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରିବା ଦର ଆକାଶ ଛୁଆଁ

by Anil Panda
October 10, 2020
in Nayagarh
ପରିବା ଦର ଆକାଶ ଛୁଆଁ
883
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ ଏବଂ ଲଗାଣ ବର୍ଷା ସହ କଳାବଜାରୀକୁ ବେଶ ସୁହାଇଛି । ଜିଲ୍ଲାର ଦୀର୍ଘ ଏକ ମାସ ହେବ ପରିବା ବଜାରରେ ସତେକି ନିଆଁ ଲାଗି ଯାଇଛି । ପ୍ରତ୍ୟେକ ସବୁଜ ପରିବା କେଜିକୁ ୫୦ ତଳକୁ ଦର ଖସୁନି । ଆଗକୁ ପାର୍ବଣ ଆସୁଥିବାରୁ ଏ ପରିସ୍ଥିତିକୁ କିଭଳି ମୁକାବିଲା କରାଯିବ ତାକୁ ନେଇ ଖାଉଟି ଚିନ୍ତାରେ ପଡ଼ିଛନ୍ତି । ନୟାଗଡ଼ ବଜାରରେ ଆଜି ରହିଥିବା ପରିବା ବଜାରକୁ ନଜର ଦେଲେ ଆଳୁ ଅଢ଼େଇ କେଜିକୁ ୯୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଟମାଟ ୫୦, ପିଆଜ ୫୦, ବାଇଗଣ ୪୦, ଭେଣ୍ଡି ୬୦, ଝୁଲଣ କେଜିକୁ ୭୦, କାଙ୍କଣ ୬୦, ବିନ୍ସ ୮୦, ସାରୁ ୩୦, ବନ୍ଧାକୋବି ୫୦, ଫୁଲକୋବି ୬୦, କାକୁଡ଼ି ୪୦, କଖାରୁ ୨୫, କଞ୍ଚାଲଙ୍କା ୧୫୦, ଦେଶୀ କାଙ୍କଣ ୧୪୦ ଟଙ୍କାରେ ବିକ୍ରି ହେଉଥିବା ଜଣାଯାଇଛି । ସେହିଭଳି ଭାବେ ଅଦା କେଜିକୁ ୧୦୦ ଟଙ୍କା ଏବଂ ରସୁଣ କେଜିକୁ ୧୨୦ ଟଙ୍କାରେ ବିକ୍ରି ହେଉଥିବା ଜଣାଯାଇଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!