Monday, June 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ରାଜ୍ୟସଭା ଉପନିର୍ବାଚନ ପାଇଁ ମେ ୨୬ରୁ ନାମାଙ୍କନ ପତ୍ର ଦାଖଲ, ଜୁନ୍ ୧୩ରେ ଭୋଟ୍ ଗ୍ରହଣ

by ସଞ୍ଜୟ ସ୍ୱାଇଁ
May 13, 2022
in State
ରାଜ୍ୟସଭା ଉପନିର୍ବାଚନ ପାଇଁ  ମେ ୨୬ରୁ ନାମାଙ୍କନ ପତ୍ର ଦାଖଲ, ଜୁନ୍ ୧୩ରେ ଭୋଟ୍ ଗ୍ରହଣ
21
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ସୁବାସ ସିଂଙ୍କ ଇସ୍ତଫା ପରେ ଖାଲି ଥିବା ପଦବୀ ପୂରଣ ପାଇଁ ଏହି ଉପନିର୍ବାଚନ ହେବ। କଟକ ମେୟର ଭାବେ ନିର୍ବାଚିତ ହେବା ପରେ ଇସ୍ତଫା ଦେଇଥିଲେ ସୁବାସ। ଉପନିର୍ବାଚନରେ ନିର୍ବାଚିତ ସଦସ୍ୟ ୨୦୨୬ ଏପ୍ରିଲ୍ ଯାଏଁ ରହିବେ। ଉପନିର୍ବାଚନ ପାଇଁ ମେ ୨୬ ରୁ ଜୁନ୍ ୨ ତାରିଖ ପର୍ୟ୍ୟନ୍ତ ନାମାଙ୍କନ ଦାଖଲ ହେବ। ସେହିପରି ଜୁନ୍ ୩ରେ ନାମାଙ୍କନ ପତ୍ର ଯାଞ୍ଚ୍ ହେବ। ୬ ତାରିଖ ପର୍ୟ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର କରିପାରିବେ ପ୍ରାର୍ଥୀ। ଆବଶ୍ୟକ ହେଲେ ଜୁନ୍ ୧୩ରେ ଭୋଟ୍ ଗ୍ରହଣ ହେବ। ଜୁନ୍ ୧୩ ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ୍ ଗ୍ରହଣ ହେବ। ଜୁନ୍ ୧୩ ତାରିଖ ଅପରାହ୍ନ ୫ଟାରେ ଭୋଟ୍ ଗଣତି ହେବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!