Wednesday, June 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପରମ୍ପରା ସାହିତ୍ୟ ଓ ସଂସ୍କୃତିର ବିଷୁବ ମିଳନ

by ସଞ୍ଜୟ ସ୍ୱାଇଁ
April 18, 2021
in Literature, Nayagarh
ପରମ୍ପରା ସାହିତ୍ୟ ଓ ସଂସ୍କୃତିର ବିଷୁବ ମିଳନ
136
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ର ବହୁ ପୁରାତନ ଅଗ୍ରଣୀ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ‘ପରମ୍ପରା’ ପକ୍ଷରୁ ନୟାଗଡ଼ ପୁରୁଣା ସହରସ୍ଥିତ ରାଜବାଟୀ ନକଟସ୍ଥ ମା’ ଦୁର୍ଗାଦେବୀ ମନ୍ଦିର ପରିସରରେ ‘ବିଷୁବ ମିଳନ’ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନ ସଭାପତି ଡ. ସୁକାନ୍ତୀ ମହାନ୍ତିଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ବିଷୁବ ମିଳନରେ ବେତାର ଓ ଦୂରଦର୍ଶନର କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ କବି କଲ୍ଲୋକ ଗୋଦାବରୀ ବସନ୍ତିଆ ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଶ୍ରୀ ଜଗନ୍ନାଥଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହିତ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ପରମ୍ପରା ସଂପାଦକ ନିର୍ମଳଚନ୍ଦ୍ର ଶୂରଦେଓ ‘ପରମ୍ପରା ସାହିତ୍ୟ ଓ ସଂସ୍କୃତି’ ପରିଷଦର ଦୀର୍ଘ ୩୦ବର୍ଷର କାର୍ଯ୍ୟଧାରା, ସଫଳତା ଓ ବିଷୁବ ମିଳନର ଉଦ୍ଦେଶ୍ୟ ପାଠ କରିଥିଲେ । ବିଷୁବ ମିଳନ ଉତ୍ସବରେ କବି ଲକ୍ଷବଚ୍ଚ ନାୟକ “ ଉଦୟ ଇନ୍ଦ୍ରଧନୁ” କବିତା ପୁସ୍ତକକୁ ଅତିଥିମାନେ ଉନ୍ମୋଚନ କରିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!