Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପର୍ଥ ଟେଷ୍ଟ ଜିତିଲା ଭାରତ

by ସଞ୍ଜୟ ସ୍ୱାଇଁ
November 25, 2024
in NATIONAL NEWS, Sports
ପର୍ଥ ଟେଷ୍ଟ ଜିତିଲା ଭାରତ
145
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଭାରତ-ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ୫ ଟିକିଆ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମୁକାବିଲାରେ ଭାରତ ବିଜୟୀ ହୋଇଛି । ଅଷ୍ଟ୍ରେଲିଆର ପର୍ଥରେ ଖେଳାଯାଉଥିବା ଏହି ମ୍ୟାଚରେ ଭାରତ ୨୯୫ର ବଡ ବିଜୟ ହାସଲ କରିଛି । ଅଷ୍ଟ୍ରେଲିଆ ବିପକ୍ଷରେ ଭାରତ ୫୩୪ ରନର ବିଶାଳ ବିଜୟ ଲକ୍ଷ୍ୟ ଛିଡା କରିଥିଲା । ଯାହାକୁ ପୂରଣ କରିବା ଅସମ୍ଭବ ଥିଲା । ଏହି ବିଜୟ ସହ ଭାରତ ୧-୦ରେ ଆଗୁଆ ରହିଛି । ସିରିଜର ଦ୍ୱିତୀୟ ମ୍ୟାଚ ୬ ଡିସମ୍ବେରକୁ ଏଡିଲେଡରେ ଖେଳାଯିବ । ଏହି ମ୍ୟାଚରେ ଭାରତ ପ୍ରଥମ ଟସ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ହେଲେ ମାତ୍ର ୧୫୦ରନରେ ଦଳ ଅଲଆଉ ହୋଇଯାଇଥିଲା । ଏହାପରେ ଅଷ୍ଟ୍ରେଲିଆ ବି ବିପର‌୍ୟ୍ୟୟର ସମ୍ମୁଖୀନ ହୋଇଥିଲା । ବୁମରାଙ୍କ ଧୂଆଁଧାର ବୋଲିଂରେ ଧରାଶାୟୀ ହୋଇଯାଇଥିଲା କଙ୍ଗାରୁ ଦଳ । ପ୍ରଥମ ଇଂନିସରେ ଅଷ୍ଟ୍ରେଲିଆ ମାତ୍ର ୧୦୪ ରନରେ ଅଲ ଆଉଟ ହୋଇଯାଇଥିଲା । ଭାରତ ତାର ଦ୍ୱିତୀୟ ଇଂନିସରେ କିନ୍ତୁ ଆଉ ଭୁଲ କରିନଥିଲା । ଦଳ ପକ୍ଷରୁ ଯଶସ୍ୱୀ ଜୟସ୍ୱାଲ, କେଏଲ ରାହୁଲ ଓ ବିରାଟ କୋହଲି ଧୂଆଁଧାର ବ୍ୟାଟିଂ କରିଥିଲେ । ଜୟସ୍ୱାଲ ୧୬୧ ଓ କୋହଲି ୧୦୦ ରନ କରି ଶତକ ହାସଲ କରିଥିଲେ । ଫଳରେ ଦଳ ୪୮୭ ରନ କରି କଙ୍ଗାରୁ ଦଳକୁ ୫୩୪ ରନର ବିଶାଳ ଟାର୍ଗେଟ ଦେଇଥିଲା । ହେଲେ ଅଷ୍ଟ୍ରେଲିଆ ଦଳ ଏହାକୁ ପୂରଣ କରିପାରିନଥିଲା । ଫଳରେ ବଡ ପରାଜୟ ସ୍ୱୀକାର କରିଥିଲା ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!