Friday, July 3, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାସପୋର୍ଟ ଭେରିଫିକେସନ୍‌ ପାଇଁ ଆଉ ହେବାକୁ ପଡ଼ିବନି ହଟହଟା

by ସଞ୍ଜୟ ସ୍ୱାଇଁ
October 2, 2021
in State
ପାସପୋର୍ଟ ଭେରିଫିକେସନ୍‌ ପାଇଁ ଆଉ ହେବାକୁ ପଡ଼ିବନି ହଟହଟା
96
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପାସପୋର୍ଟ ଭେରିଫିକେସନ୍‌ ପାଇଁ ଆଉ ହେବାକୁ ପଡ଼ିବନି ହଟହଟା। ପୂର୍ବରୁ ଏଥିନିମନ୍ତେ ମାସ ମାସ ଅପେକ୍ଷା କରିବାକୁ ପଡ଼ୁଥିବା ବେଳେ ଏବେ ଆବେଦନର ମାତ୍ର ୪ ଦିନ ଭିତରେ ହୋଇଯାଉଛି ପାସପୋର୍ଟ ଭେରିଫିକେସନ୍ । 5T ଅଧୀନରେ ଏପରି ବୈପ୍ଳବିକ ପରିବର୍ତ୍ତନ ଅଣାଯାଇଥିବା କହିଛନ୍ତି ପୁଲିସ୍‌ ଡିଜି ଅଭୟ। ଏଥିସହ ସେ କହିଛନ୍ତି, ସମଗ୍ର ଭାରତରେ ତତ୍‌କାଳ ପାସପୋର୍ଟ ଭେରିଫିକେସନ୍‌ ହେଉଥିବା ରାଜ୍ୟ ମଧ୍ୟରେ ଏବେ ଓଡ଼ିଶା ବି ସାମିଲ ହୋଇପାରିଛି। ଏନେଇ ଡିଜି କହିଛନ୍ତି, “୨୦୨୧ରେ ନିଷ୍ପତ୍ତି ନେଲୁ ପାସପୋର୍ଟ ଭେରିଫିକେସନ 5T ଅଧୀନକୁ ଆଣି ଆବେଦନକାରୀଙ୍କୁ ତତ୍‌କାଳ ସୁବିଧା ଉପଲବ୍ଧ କରାଇବୁ। ଏଥିନିମନ୍ତେ ବ୍ଲୁ ପ୍ରିଣ୍ଟ ବି ପ୍ରସ୍ତୁତ ହୋଇଗଲା। ସବୁ ଥାନାକୁ ଗୋଟିଏ ଲେଖା ଟାବଲେଟ ଦିଆଗଲା। ସେଥିରେ ପାସପୋର୍ଟ ଭେରିଫିକେସନ ପାଇଁ ଆପ୍‌ ଇନଷ୍ଟଲ କରାଗଲା। ଏହି ବର୍ଷ ଏହି କାମକୁ ଯୁଦ୍ଧକାଳୀନ ଭିତ୍ତିରେ କରାଯାଇଛି।” ଅଗଷ୍ଟ ମାସରେ ପାସପୋର୍ଟ ଭେରିଫିକେସନ ଟାଇମ୍‌ ୬ ଦିନ ଥିଲା। ସେପ୍ଟେମ୍ବର ପ୍ରଥମ ୧୫ ଦିନରେ ମାତ୍ର ୪ ଦିନରେ ହୋଇଯାଉଛି ଏହି କାମ । ପୂର୍ବାପେକ୍ଷା ଏବେ ଖୁବ୍‌ କମ୍ ସମୟ ମଧ୍ୟରେ ପାସ୍‌ପୋର୍ଟ ଭେରିଫିକେସନ ହୋଇପାରୁଥିବା ସୂଚନା ଦେଇଛନ୍ତି ପୁଲିସ ଡିଜି ଅଭୟ । ପୂର୍ବରୁ ୨୦୧୭ ମସିହାରେ ପାସ୍‌ପୋର୍ଟ ଭେରିଫିକେସନ ପାଇଁ ହାରାହାରି ୯୯ ଦିନ ଲାଗୁଥିବା ବେଳେ ଏବେ ତାହା କମି କମି ୪ ଦିନରେ ପହଞ୍ଚିଲାଣି। ଏଥିନିମନ୍ତେ ରାଜ୍ୟର ସମସ୍ତ ଥାନା ଅଧିକାରୀଙ୍କୁ ପ୍ରଶଂସା କରିଛନ୍ତି ପୁଲିସ ଡିଜି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!