Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ : ଆଳୁ ଅଢ଼େଇ କେଜି @ ୧୦୦

by Anil Panda
August 27, 2020
in Feature News, Nayagarh
ନୟାଗଡ଼ : ଆଳୁ ଅଢ଼େଇ କେଜି @ ୧୦୦
961
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲାରେ କରୋନା ମହାମାରୀ ଏବଂ ଲଗାଣ ବର୍ଷା ସହ କଳାବଜାରୀକୁ ବେଶ ସୁହାଇଛି । ଜିଲ୍ଲାର ବିଭିନ୍ନ ସ୍ଥାନରେ ଆଳୁ ଅଢ଼େଇ କେଜିକୁ ଆଜି ଶହେ ଛୁଇଁଛି । ନୟାଗଡ଼ ଜିଲ୍ଲା ସଦର ମହକୁମାରେ ଆଳୁ ଅଢ଼େଇ କେଜିକୁ କେଉଁଠି ୯୦ ତ ପୁଣି କେଉଁଠି ୯୫ ବିକ୍ରି ହେଉଥିବା ବେଳେ ଆଖପାଖ ସହର ଏବଂ ଗ୍ରାମଞ୍ଚଳରେ ଏହା ଶହେ ଛୁଇଁଛି । ଲକ୍‌ଡାଉନ୍ ସମୟରେ ହଜାର ହଜାର ଲୋକ ସେମାନଙ୍କ ରୋଜଗାର ହରାଇ ବସିଥିବା ବେଳେ ଗରୀବ ପରିବାରର ଏକମାତ୍ର ସାଥି ପରିବା ଆଳୁର ଦରବୃଦ୍ଧି ଏବେଇ ଚିନ୍ତା ସୃଷ୍ଟି କରିଛି । ବିଶ୍ୱସ୍ତ ସୁତ୍ରରୁ ମିଳିଥିବା ସୂଚନାନୁସାରେ, କିଛି ଗୋଦାମ ମାଲିକ ଜାଣିଶୁଣି ଏଭଳି ପରିସ୍ଥିତି ସୃଷ୍ଟି କରିଥିବା ଜଣାଯାଇଛି । ଗୋଟିଏ ଗୋଟିଏ ଆଳୁ ବସ୍ତା ପିଛା ୨ ଶହ ଟଙ୍କାର ମୁଲ୍ୟ ବୃଦ୍ଧି କରିବାରୁ ଏଭଳି ସମସ୍ୟା ଉପୁଜିଥିବା ଜଣାଯାଇଛି । ଜିଲ୍ଲା ଯୋଗାଣ ବିଭାଗ ଏ ଦିଗରେ ଦୃଷ୍ଟି ଦେଇ ଚାଲିଥିବା ଏହି କଳାବଜାରୀ ରୋକିବାକୁ ଦାବି ହେଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!