Thursday, March 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପଠାଣି ସାମନ୍ତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

by ସଞ୍ଜୟ ସ୍ୱାଇଁ
January 18, 2020
in Education
ପଠାଣି ସାମନ୍ତ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ
20
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ଥା) : ନୟାଗଡ଼ ଜିଲ୍ଲା ଭାପୁର ବ୍ଲକ ଅନ୍ତର୍ଗତ ବାଇଗୁଣିଆଠାରେ ଅବସ୍ଥିତ ପଠାଣି ସାମନ୍ତ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଓ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସର୍ବେସ୍ୱର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପ୍ରାକ୍ତନ ଅଧ୍ୟକ୍ଷ ଡ. ରବିନ୍ଦ୍ର କୁମାର ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଅଧ୍ୟାପକ ଭାଗୀରଥି ମହାରଣା, ଶ୍ରଦ୍ଧାଞ୍ଜଳୀ ତ୍ରିପାଠୀ,ପ୍ରଦୀପ କୁମାର ଦାଶ ଯୋଗ ଦେଇଥିଲେ । ଛାତ୍ରଛାତ୍ରୀମାନେ ମହାବିଦ୍ୟାଳୟର ଗର୍ବ ଓ ଗୈାରବ ବୋଲି ଅତିଥିମାନେ ମତବ୍ୟକ୍ତ କରିବା ସହ ଶିକ୍ଷାକୁ ଗୁରୁତ୍ୱ ଦେଇ ସୁନାମ ଅର୍ଜ୍ଜନ କରିବା ପାଇଁ ଆହ୍ୱାନ ଦେଇଥିଲେ । ଏହି ଅବସରରେ କ୍ରୀଡ଼ା କ୍ଷେତ୍ରରେ କୃତ୍ତି ଛାତ୍ରଛାତ୍ରୀମାନଙ୍କ ମୁଖ୍ୟ ଅତିଥି ଟ୍ରଫି ଓ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ । ଅଧ୍ୟାପିକ ସ୍ମୃତିପ୍ରଭା ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!