Saturday, April 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଖୋର୍ଦ୍ଧା-ବଲାଙ୍ଗିର ରେଳପଥର ନିର୍ମାଣାଧୀନ ଟନେଲ୍ ଭୁଶୁଡ଼ିବା ଘଟଣା, ପିସିସି ସଭାପତି ସ୍ଥିତି ପରିଦର୍ଶନ କଲେ

by ସଞ୍ଜୟ ସ୍ୱାଇଁ
May 27, 2025
in State
ଖୋର୍ଦ୍ଧା-ବଲାଙ୍ଗିର ରେଳପଥର ନିର୍ମାଣାଧୀନ ଟନେଲ୍ ଭୁଶୁଡ଼ିବା ଘଟଣା, ପିସିସି ସଭାପତି ସ୍ଥିତି ପରିଦର୍ଶନ  କଲେ
69
VIEWS
Share on FacebookShare on Twitter

ବୌଦ୍ଧ, (ବାଘୁଆବାର୍ତ୍ତା): ନିର୍ମାଣାଧୀନ ଖୋର୍ଦ୍ଧା-ବଲାଙ୍ଗିର ରେଳଲାଇନ୍ରେ ସୋମବାର ଘଟିଛି ବଡ଼ ଅଘଟଣ । ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକ୍ ଆଡ଼େଣୀଗଡ଼ଠାରେ ୪ ନମ୍ବର ଟନେଲର ଉପରି ଭାଗ ମାଟି ଭୁଶୁଡ଼ି ପଡ଼ିଛି । ମଙ୍ଗଳବାର ଘଟଣାସ୍ଥଳ ପରିଦର୍ଶନରେ ଯାଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ତାଙ୍କ ସହିତ ରାଜ୍ୟ କଂଗ୍ରେସର ଉପ-ସଭାପତି ସନ୍ତୋଷ ସିଂ ସାଲୁଜା, ବିଧାୟକ ରାଜନ୍ ଏକ୍କା ସାମିଲ ଅଛନ୍ତି । ପ୍ରତିନିଧି ଦଳର ଗସ୍ତ ସମୟରେ ଜିଲ୍ଲା କଂଗ୍ରେସ ସଭାପତି ନବ କୁମାର ମିଶ୍ର, ବରିଷ୍ଠ ନେତା ଶାନ୍ତନୁ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ। ସୂଚନା ଅନୁଯାୟୀ, ଖୋର୍ଦ୍ଧା-ବଲାଙ୍ଗିର ରେଳପଥର ବୌଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଳକରେ ୪ଟି ଟନେଲ୍ କାମ ଚାଲୁ ରହିଛି । ସୋମବାର ଦିନ ଆଡ଼େଣିଗଡ଼ ନିକଟସ୍ଥ କଖାରୁଫାଳ ଠାରେ ନିର୍ମାଣଧିନ ୪ ନମ୍ବର ଟନେଲର ଉପରି ଭାଗରେ ମାଟି ଧସି ପ୍ରାୟ ୩୦ ଫୁଟ୍ ଚଉଡ଼ାର ଏକ ଗର୍ତ୍ତ ସୃଷ୍ଟି ହୋଇଛି । ଏହି ଟନେଲର ଲମ୍ବ ୪ କିଲୋମିଟରରୁ ଅଧିକ ହେବ ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!