Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଡିଓଙ୍କ ଗେହ୍ଲା ପୁଅ ପିଇଓ

by ସଞ୍ଜୟ ସ୍ୱାଇଁ
May 28, 2021
in Nayagarh
ରାତି ଅଧିଆ ପିଡିଏସ୍ ହଡପ୍ ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ତଦନ୍ତ କଲେ ୨ଜଣିଆ ଟିମ୍
490
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ କେରେଣ୍ଡାଟାଙ୍ଗି ପଞ୍ଚାୟତ ଗୋଦାମ ଗୃହରୁ ପିଡିଏସ୍ ଚାଉଳ ଚୋରି ଘଟଣାକୁ ଦୁଇ ସପ୍ତାହ ବିତିଲାଣି । ଏହି ଅନିୟମିତତାର ତଦନ୍ତ ଶେଷ ହୋଇସାରିଛି। ଜିଲ୍ଲା ସହକାରୀ ଯୋଗାଣ ଅଧିକାରୀ ଜୟନ୍ତ ଦାଶ, ଉପଖଣ୍ଡ ପଞ୍ଚାୟତ ଅଧିକାରୀ ମନୋରଞ୍ଜନ ମହାନ୍ତି ତଦନ୍ତ ରିପୋର୍ଟ ଦାଖଲ କରିଛନ୍ତି। ମାତ୍ର ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଦୂରେ କଥା ଜିଲ୍ଲାପାଳ ଏତଲା ଦେବାକୁ ନିର୍ଦ୍ଦେଶ ଦେଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ଏତଲା ଦିଆଯାଇ ପାରି ନାହିଁ । ଗତ ୨୪ ତାରିଖରୁ ଚାଉଳ ଚୋରୀ ଘଟଣାରେ ଏତଲା ଦେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ରଣପୁର ବିଡିଓ ଆଜି ଅପରାହ୍ନ ସୁଦ୍ଧା ଏତଲା ଦେଇନଥିବା ଜଣାଯାଇଛି । ଯାହାକୁ ନେଇ ପଞ୍ଚାୟତ ନିର୍ବାହୀ ଅଧିକାରୀ ସୁନୀଲ ବେହେରାଙ୍କ ବିଡିଓଙ୍କ ଗେହ୍ନା ପୁଅ କି ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଥାନା ସୁତ୍ରରୁ ମିଳିଥିବା ସୂଚନାନୁସାରେ, ଅପରାହ୍ନ ସହ କେହି ଏତଲା ଦେଇନଥିବା ସ୍ପଷ୍ଟ ହୋଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!