Thursday, September 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭାପୁର ବ୍ଲକ୍‌ ପିଇଓଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
January 14, 2021
in Nayagarh
ଭାପୁର ବ୍ଲକ୍‌ ପିଇଓଙ୍କ ପରଲୋକ
770
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ବ୍ରେନ ଷ୍ଟୋକ୍ ଓ ଉକ୍ତ ରକ୍ତଚାପ ଯୋଗୁଁ ଭାପୁର ବ୍ଲକ୍‌  ପିଇଓଙ୍କ ପରଲୋକ ହୋଇଛି । ସେ ଚିକିତ୍ସାଧିନ ଅବସ୍ଥାରେ ଥିବା ବେଳେ ମୃତ୍ୟୁ ବରଣ କରିଥିବା ସୂଚନା ମିଳିଛି । ଗତକାଲି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଚଡେୟାପଲ୍ଲୀ କୁଜାମେଣ୍ଢି ବାସଭବନରେ ସନ୍ଧ୍ୟା ସମୟରେ କୃଷ୍ଣଚନ୍ଦ୍ର ମଲ୍ଲିକ୍‌(୫୯) ବସିଥିବା ବେଳେ ବ୍ରେନ୍‌ଷ୍ଟୋକ୍ ହେବାରୁ ଗୁରୁତର ହୋଇ ପଡିଥିଲେ । ପରିବାର ଲୋକ ଚିକିତ୍ସା ପାଇଁ ପ୍ରଥମେ ନୟାଗଡ଼ ମୁଖ୍ୟ ଚିକିତ୍ସାଳୟ ଚିକିତ୍ସା ପାଇଁ ଆଣିଥିଲେ । ସେଠାରେ ଅବସ୍ଥା ଗୁରୁତର ହେବାରୁ ଡାକ୍ତର ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ମେଡିକାଲ ଓ ପରେ କଟକ ଏସ୍‌ସିବି ମେଡକାଲକୁ ଚିକିତ୍ସା ପାଇଁ ପଠାଯାଇଥିଲା । ତେବେ ଏସ୍‌ସିବି ଚିକିତ୍ସାଧିନ ଅବସ୍ଥାରେ ଆଜି ଅପରାହ୍ନରେ ମୃତ୍ୟୁ ଘଟିଥିବା ଜଣାପଡିଛି । ପିଇଓ କୃଷ୍ଣଚନ୍ଦ୍ର ମଲ୍ଲିକ୍ ବର୍ଷେ ହେଲା କାର୍ଯ୍ୟରୁ ନିଲମ୍ବିତ ହୋଇ ନିଜ ଘର ଦଶପଲ୍ଲା କୁଜାମେଣ୍ଢି ବାସଭବନରେ ଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!