Monday, July 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ହଟଗୋଳ ଭିତରେ ବିଧାନସଭାରେ ପାରିତ ହେଲା ବସ୍ତି ବାସିନ୍ଦାଙ୍କୁ ମିଳିବ ଜାଗା

by ସଞ୍ଜୟ ସ୍ୱାଇଁ
September 2, 2021
in Planning and Development, State
ହଟଗୋଳ ଭିତରେ ବିଧାନସଭାରେ ପାରିତ ହେଲା ବସ୍ତି ବାସିନ୍ଦାଙ୍କୁ ମିଳିବ ଜାଗା
135
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ହଟଗୋଳ ଭିତରେ ବିଧାନସଭାରେ ପାରିତ ହେଲା ଓଡିଶା ବସ୍ତି ବାସିନ୍ଦା ମାନଙ୍କର ଭୂମି ଅଧିକାର ସଂଶୋଧନ ବିଲ । ଏହା ଦ୍ୱାରା ଯେଉଁମାନେ ବସ୍ତିରେ ଦୀର୍ଘ ଦିନ ଧରି ବାସ କରୁଥିବେ ସେମାନଙ୍କୁ ୩୦ ବର୍ଗ ମିଟର ଜାଗା ଯୋଗାଇ ଦିଆଯିବ । ଯାହା ଫଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଗୃହ ନିର୍ମାଣ ଯୋଜନାରେ ଉପକୃତ ହୋଇ ପାରିବେ । ଏହି ସଂଶୋଧନ ଆଇନ ଦ୍ୱାରା ବସ୍ତି ବାସିନ୍ଦାଙ୍କର ଭୂମି ଅଧିକାର ଓ ଗୃହ ନିର୍ମାଣ ସୁନିଶ୍ଚିତ କରାଯାଇ ପାରିବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!