Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର

by ସଞ୍ଜୟ ସ୍ୱାଇଁ
June 6, 2021
in NATIONAL NEWS
ପୁଣି ବଢିଲା ପେଟ୍ରୋଲ, ଡିଜେଲ ଦର
262
VIEWS
Share on FacebookShare on Twitter

ଭୁବନେଶ୍ବର,(ବାଘୁଆବାର୍ତ୍ତା): ଦେଶରେ ପେଟ୍ରୋଲ ଓ ଡିଜେଲ ଦର କ୍ରମାଗତ ଭାବେ ବଢିଚାଲିଛି । ରବିବାରଦିନ ପେଟ୍ରୋଲ ଲିଟର ପିଛା ୨୭ ପଇସା ଓ ଡିଜେଲ ୨୯ ପଇସା ବୃଦ୍ଧି କରିଛନ୍ତି । ଏହାକୁ ମିଶାଇ ଗତ ୩୪ ଦିନରେ ଅର୍ଥାତ ମେ ୪ ପରଠାରୁ ତେଲ ଦର ୧୯ ଥର ବଢିଲାଣି । ଏହି ୧୯ ଥରରେ ପେଟ୍ରୋଲ ମୋଟ ୪ ଟଙ୍କା ୬୩ ପଇସା ଓ ଡିଜେଲ ୫ ଟଙ୍କା ୨୨ ପଇସା ମହଙ୍ଗା ହୋଇଛି । ଏହି ବୃଦ୍ଧି ପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ଟ୯୫.୦୩ ଓ ଡିଜେଲ ଲିଟର ପିଛା ୮୫.୯୫ରେ ବିକ୍ରି ହେଉଛି । ସେହିପରି ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ଟ.୧୦୧.୨୫ ଓ ଡିଜେଲ ଲିଟର ପିଛା ୯୩.୩୦ରେ ବିକ୍ରି ହେଉଛି । ଭୁବନେଶ୍ବରରେ ପେଟ୍ରୋଲ ଲିଟର ପିଛା ରେକର୍ଡ ସ୍ତର ଟ.୯୫.୪୯ ରେ ପହଞ୍ଚିଯାଇଛି । ସେହିପରି ଡିଜେଲ ଦର ଟ.୯୩.୩୪ରେ ପହଞ୍ଚିଛି । ତେବେ ଭାଟ ଅନୁସାରେ ରାଜ୍ୟର ଅନ୍ୟ ଜିଲ୍ଲାରେ ଦରରେ ତାରତମ୍ୟ ପରିଲକ୍ଷିତ ହେଉଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!