Saturday, September 12, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପେଟ୍ରୋଲ ପମ୍ପରେ ଅବକାରୀର ଚଢ଼ାଉ, ୭ ପେଟି ବିଦେଶୀ ମଦ ଜବତ, ୧ ଅଭିଯୁକ୍ତ ଗିରଫ

by ସଞ୍ଜୟ ସ୍ୱାଇଁ
July 14, 2021
in Crime, State
ପେଟ୍ରୋଲ ପମ୍ପରେ ଅବକାରୀର ଚଢ଼ାଉ, ୭ ପେଟି ବିଦେଶୀ ମଦ ଜବତ, ୧ ଅଭିଯୁକ୍ତ ଗିରଫ
199
VIEWS
Share on FacebookShare on Twitter

ପାଟଣାଗଡ, (ବାଘୁଆବାର୍ତ୍ତା): ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ୍ ଲାଠୋର କଲେଜ ଛକ ନିକଟରେ ଥିବା ଭାରତ ପେଟ୍ରୋଲ ପମ୍ପରେ ଅବକାରୀ ବିଭାଗର ଚଢାଉ । ବିପୁଳ ପରିମାଣର ଦେଶୀ ମଦ ଜବତ କରିବା ସହ ଜଣଙ୍କୁ ଗିରଫ କରାଯାଇଛି । ଲାଠୋରର ଭାରତ ପେଟ୍ରୋଲ ପମ୍ପରେ ବେଆଇନ ଭାବେ ବିଦେଶୀ ମଦ ବିକ୍ରି ହେଉଥିବା ଓ ଗଚ୍ଛିତ ଥିବା ନେଇ କୌଣସି ସୂତ୍ରରୁ ଖବର ପାଇବା ପରେ ବଲାଙ୍ଗୀର ମୋବାଇଲ ଟିମ୍ ଏବଂ ପାଟଣାଗଡ ଅବକାରୀ ବିଭାଗ ମିଳିତ ଭାବେ ଚଢାଉ କରିଥିଲା । ଚଢାଉ ବେଳେ ୭ ପେଟି ବିଦେଶୀ ମଦ ଜବତ କରିବା ସହ ଲାଠୋର ଗ୍ରାମର ଜଗତରାମ ବାଗ ନାମକ ଜଣେ ଯୁବକକୁ ଗିରଫ କରି ଅଧିକ ତଦନ୍ତ ଜାରିରଖିଛି । କେବଳ କର୍ମଚାରୀକୁ ଅଣାଗଲା । ପମ୍ପ୍ ମାଲିକକୁ କାହିଁକି ଗିରଫ କରାଗଲା ନାହିଁ ବୋଲି ପଚାରିବାରୁ ଚିରା ଚରିତ ଢଙ୍ଗରେ ପମ୍ପ୍ ମାଲିକକୁ ତଦନ୍ତ ପରିସରକୁ ଅଣାଯିବ ବୋଲି ଅବକାରୀ ଅଧିକାରୀ କହିଛନ୍ତି । ଏବେ ପମ୍ପ୍ ମାଲିକକୁ କେବେ ତଦନ୍ତ ପରିସରକୁ ଅଣାଯିବ ତାହା ଦେଖିବାକୁ ବାକି ରହିଲା ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!