Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେଟୋଲ୍ ସାଥିରେ ପାଣି, ଶିଖରପୁରରେ ଉତ୍ତେଜନା, ସିଲ୍ ହେଲା ପ୍ରେଟୋଲ୍ ପମ୍ପ

by Anil Panda
October 2, 2020
in Nayagarh
ପ୍ରେଟୋଲ୍ ସାଥିରେ ପାଣି, ଶିଖରପୁରରେ ଉତ୍ତେଜନା, ସିଲ୍ ହେଲା ପ୍ରେଟୋଲ୍ ପମ୍ପ
1.8k
VIEWS
Share on FacebookShare on Twitter

ଓଡ଼ଗାଁ, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଶରଣକୂଳ ଥାନା ଅନ୍ତର୍ଗତ ଶିଖରପୁରଠାରେ ରହିଥିବା ଐଶ୍ୱର୍ଯ୍ୟା ପ୍ରେଟୋଲ୍ ଫିଲିଙ୍ଗ ଷ୍ଟେସନ୍‌ରେ ଗତକାଲି ଜଣେ ଗ୍ରାହକଙ୍କୁ ପାଣି ମିଶା ପ୍ରେଟୋଲ୍ ଦିଆ ଯିବାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା । ଏହି ଘଟଣାକୁ ନେଇ କିଛିଲୋକ ପ୍ରେଟୋଲ ପମ୍ପରେ ହୋ ହାଲ୍ଲା କରିଥିବା ବେଳେ ଶରଣକୂଳ ପୁଲିସ ଘଟଣାସ୍ଥଳରେ ପହଂଚି ଲୋକଙ୍କୁ ବୁଝାଶୁଝା କରିଥିବା ଆଜି ହିନ୍ଦୁସ୍ତାନ ପ୍ରେଟୋଲିୟମ କର୍ତ୍ତୁପକ୍ଷ ସେଠାକୁ ଆସି ତେଲର ମାନ ଯାଂଚ କରିବା ସହ ଟାଙ୍କିକୁ ସିଲ୍ କରି ଦେଇଥିବା ପୁଲିସ ସୁତ୍ରରୁ ଜଣାପଡ଼ିଛି ।

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ ପାଳିତ:ମାଆ କ୍ଷୀରରୁ ‌କୌଣସି ଶିଶୁ ଯେପରି ବଞ୍ଚିତ ନହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳଙ୍କ ପରାମର୍ଶ

April 18, 2026
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ସୁରେଶ:ରୋଗୀଙ୍କ ପାଇଁ ଇଟାମାଟିରୁ ଭୁବନେଶ୍ବର ଯାତ୍ରା

April 18, 2026
ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

ଶିକ୍ଷକଙ୍କ ଅକାଳ ଦେହାନ୍ତ:ଶିକ୍ଷା ମଣ୍ଡଳୀରେ ଶୋକର ଛାୟା

April 18, 2026
ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

ବିଦ୍ଯାଳୟରେ ପୋଷାକ ବିତରଣ ଉତ୍ସବ:ଗରମରେ ଛଟପଟ ଛାତ୍ରଛାତ୍ରୀ

April 18, 2026
ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

ନୟାଗଡରେ ସିଏମ ଟ୍ରଫି:ଜିଲ୍ଲା ଭଲିବଲ୍ ଟୁର୍ଣ୍ଣାମେଣ୍ଟ  ଉଦଘାଟିତ

April 18, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!