Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିକଅପ୍ ଭ୍ୟାନରୁ ୩ ଲକ୍ଷ ୬୯ହଜାର ଟଙ୍କା ଜବତ

by ସଞ୍ଜୟ ସ୍ୱାଇଁ
April 26, 2024
in Crime, State
ପିକଅପ୍ ଭ୍ୟାନରୁ ୩ ଲକ୍ଷ ୬୯ହଜାର ଟଙ୍କା ଜବତ
87
VIEWS
Share on FacebookShare on Twitter

ନୂଆପଡ଼ା, (ବାଘୁଆବାର୍ତ୍ତା): ପିକଅପ୍ ଭ୍ୟାନରୁ ୩ ଲକ୍ଷରୁ ଅଧିକ ଟଙ୍କା ଜବତ। ନୂଆପଡା ଜିଲ୍ଲା ଖରିଆର ରୋଡରୁ ଛତିଶଗଡ ଅଭିମୁଖେ ଯାଉଥିବା ଏକ ପିକଅପ୍ ଭ୍ୟାନରୁ ୩ ଲକ୍ଷ ୬୯ହଜାର ଟଙ୍କା ଜବତ କରିଛି ପୋଲିସ। ସୀମାନ୍ତରେ ଥିବା ଚେକପୋଷ୍ଟରେ ପୋଲିସ ପୋଲିସ ଯାଞ୍ଚରୁ ଏହି ଟଙ୍କା ଜବତ ହୋଇଛି। ପିକଅପ୍ ଭ୍ୟାନର ମାଲିକ ମହମ୍ମଦ ଅକବର ବୋଲି ଜଣାପଡିଛି। ମହମ୍ମଦ ଅକବରଙ୍କ ଗାଡିରୁ ଏହି ଟଙ୍କା ଜବତ ହୋଇଥିବା ପୋଲିସ ସୂଚନା ଦେଇଛି। ଗତକାଲି ରାତିରେ ଗାଡ଼ିରୁ ପୋଲିସ ଏତେଗୁଡିଏ ଟଙ୍କା ଉଦ୍ଧାର କରିଛି। ଗାଡିର ମାଲିକ ମହମ୍ମଦ ଅକବର ଟଙ୍କା ବିଷୟରେ କୌଣସି ଉତ୍ତର ଦେଇ ନ ପାରିବାରୁ ଟଙ୍କାକୁ ପୋଲିସ ଜବତ କରିଛି। ଟଙ୍କା କେଉଠିକୁ ଯାଉଥିବା ଏହାର ଛାନବିନ କରୁଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!