Monday, July 13, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିହୁ ଶିଶୁ ନିଖୋଜ ଘଟଣା: ଏବେବି ଝିଅର ଫେରିବା ବାଟକୁ ଚାହିଁ ବସିଛନ୍ତି ପିହୁର ମା’

by ସଞ୍ଜୟ ସ୍ୱାଇଁ
October 17, 2021
in Crime, State
ପିହୁ ଶିଶୁ ନିଖୋଜ ଘଟଣା: ଏବେବି ଝିଅର ଫେରିବା ବାଟକୁ ଚାହିଁ ବସିଛନ୍ତି ପିହୁର ମା’
144
VIEWS
Share on FacebookShare on Twitter

ଯାଜପୁର, (ବାଘୁଆବାର୍ତ୍ତା): ପିହୁ ଶିଶୁ ନିଖୋଜ ଘଟଣା। ୧୪ମାସ ପରେବି ମିଳୁନି ପତ୍ତା। ଏବେବି ପିହୁର ମା’ ଝିଅର ଫେରିବା ବାଟକୁ ଚାହିଁ ବସିଛନ୍ତି। ମାତ୍ର ଏପର୍ୟ୍ୟନ୍ତ ପିହୁର କୌଣସି ସନ୍ଧାନ ମିଳିନଥିବାବେଳେ ତଦନ୍ତ ପ୍ରକ୍ରିୟା ନେଇ ପିହୁର ମା’ ଅସନ୍ତୋଷ ପ୍ରକାଶ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ନିଜ ଦୁଃଖ ଜଣାଇଛନ୍ତି ପିହୁଙ୍କ ମା’। ଅଗଷ୍ଟ ୯, ୨୦୨୦। ନିଖୋଜ ହୋଇଥିଲା ପିହୁ। ମାତ୍ର ବର୍ଷେ ୨ମାସ ପରେ ବି ଏଯାଏଁ ପିହୁର ସନ୍ଧାନ ମିଳିନି। ଉଚ୍ଛପଦସ୍ତ ଅଧିକାରୀଙ୍କ ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କୌଣସି ନ୍ୟାୟ ମିଳିପାରିନି। ଜାତୀୟ ମାନବାଧିକାରଙ୍କ ଦ୍ୱାରସ୍ଥ ହୋଇଥିଲେ। କମିଶନ୍ ପକ୍ଷରୁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ୪ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା। ମାତ୍ର ୪ସପ୍ତାହ ଯାଇ ୮ସପ୍ତାହ ହେଲାଣି। ଏପର୍ୟ୍ୟନ୍ତ ପୋଲିସ୍ ଡିଜି ରିପୋର୍ଟ ଦାଖଲ କଲେନି। ଯାହାକୁ ନେଇ ପରିବାର ଲୋକ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏଥିପାଇଁ ବାଧ୍ୟ ହୋଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖି ଦୁଃଖ ଜଣାଇଛନ୍ତି ପିହୁଙ୍କ ମା’। ଶୀଘ୍ର ପିହୁକୁ ଖୋଜିବା ପାଇଁ ବ୍ୟବସ୍ଥା କରିବା ପାଇଁ ଅନୁରୋଧ କରିଛନ୍ତି। ସୂଚନା ଅନୁଯାୟୀ, ବିଞ୍ଝାରପୁର ଥାନା ମଧୁସୂଦନପୁର ଗାଁରୁ ନିଜ ମାମୁ ଘରୁ ଶିଶୁ କନ୍ୟା ଖେଳୁଥିବା ସମୟରେ ନିଖୋଜ ହୋଇଥିଲେ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!