Friday, June 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲକଡାଉନରେ ହେବ ପିପିଲି ଉପ-ନିର୍ବାଚନ

by ସଞ୍ଜୟ ସ୍ୱାଇଁ
May 2, 2021
in Breaking, State
ପିପିଲି ; ବାଜିବ ଉପ-ନିର୍ବାଚନ ବିଗୁଲ
171
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ରାଜ୍ୟରେ ହୁ ହୁ ହୋଇ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଦୈନିକ ବୃଦ୍ଧି ପାଉଛି । ଏହାକି ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଆସନ୍ତା ୫ତାରିଖରୁ ରାଜ୍ୟକୁ ସଟଡାଉନ୍ କରିବା ନେଇ ଘୋଷଣା କରିଛନ୍ତି । ଏହି ସଟଡାଉନ ଜାରି ଭିତରେ ପିପିଲି ଉପ-ନିର୍ବାଚନ ନେଇ ମୁଖ୍ୟ ଶାସନ ସଚିବ ସ୍ପଟିକରଣ ଦେଇଛନ୍ତି । ସ୍ପଟ କରିଛନ୍ତି ଯେ, ପିପିଲି ଉପ-ନିର୍ବାଚନ ପାଇଁ ପ୍ରଚାର ଓ ଅନ୍ୟାନ୍ୟ କାର୍ଯ୍ୟ ଉପରେ ଅଙ୍କୁଶ ଲାଗିଥିବା ବେଳେ କୋଭିଡ୍-୧୯ କଟକଣା ଭିତରେ ପିପିଲି ଭୋଟ୍ ହେବାକୁ ନେଇ ଅନୁମତି ମିଳିଛି । ନିର୍ବାଚନ ପ୍ରକ୍ରିୟାକୁ ଲକଡାଉନରୁ ବାଦ ଦିଆଯାଇଛି । ଉକ୍ତ ଅଞ୍ଚଳରେ ନୂଆ କଟକଣା ଲାଗୁହେବ ନାହିଁ । ଏହି ସମୟରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିବା ଅଧିକାରୀ, ଏଜେଣ୍ଟ. ପୋଲିଂ, ଦଳୀୟ ପ୍ରାର୍ଥୀଙ୍କ ଗସ୍ତ ଉପରେ ରୋକ୍ ଲାଗିବ ନାହିଁ । ଆସନ୍ତା ମେ ୧୬ତାରିଖରେ ପିପିଲି ଉପନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବାକୁ ଥିବାବେଳେ ୧୯ତାରିଖରେ ଭୋଟ ଗଣତି କରାଯାଇ ଫଳ ପ୍ରକାଶ ପାଇବ ବୋଲି ଜଣାପଡିବ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!