Sunday, October 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିପିଲି ଉପନିର୍ବାଚନ: ବିଜେଡ଼ି ୩୦ଜଣିଆ ଷ୍ଟାର ପ୍ରଚାରକ

by ସଞ୍ଜୟ ସ୍ୱାଇଁ
April 2, 2021
in Feature News, State
ପିପିଲି ଉପନିର୍ବାଚନ: ବିଜେଡ଼ି ୩୦ଜଣିଆ ଷ୍ଟାର ପ୍ରଚାରକ
209
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ପିପିଲି ଉପ ନିର୍ବାଚନ ଯେତିକି ପାଖେଇ ଆସୁଛି, ସେତିକି ରାଜନୈତିକ ଉଷ୍ମତା ବଢିବାରେ ଲାଗିଛି । ଏହାରି ଭିତରେ ବିଜୁ ଜନତା ଦଳ ପିପିଲି ପଉ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକଙ୍କ ତାଲିକ ପ୍ରସ୍ତୁତ କରି ନାମ ଘୋଷଣା କରିଛି । ଷ୍ଟାର ପ୍ରଚାରକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ପିପିଲିରୁ ଷ୍ଟାର ପ୍ରଚାରକ ଭାବେ ପ୍ରଚାର ଆରମ୍ଭ କରିବାର ରହିଛି । ସେହିଭଳି ଦ୍ୱିତୀୟରେ ପ୍ରଣବ ପ୍ରକାଶ ଦାସ, ମହେଶ୍ୱର ମହାନ୍ତି, ଦେବୀ ମିଶ୍ର, ପିନାକୀ ମିଶ୍ର, ଅତନୁ ସବ୍ୟସାଚୀ ନାୟକ, ପ୍ରତାପ ଦେବ, ନିରଞ୍ଜନ ପୂଜାରୀ , ପ୍ରମିଳା ମଲ୍ଲିକ, ସଞ୍ଜୟ ଦାସବର୍ମା, ନବ ଦାସ, ଚନ୍ଦ୍ରସାରଥୀ ବେହେରା, ଅଶୋକ ପଣ୍ଡା, ବ୍ୟୋମକେଶ ରାୟ, ସିଶାନ୍ତ ସିଂ, ସ୍ନେହାଙ୍ଗୀନ ଛୁରିଆ, ସମୀର ରଂଜନ ଦାଶ, ଟୁକୁନି ସାହୁ, ତୁଷାରକାନ୍ତି ବେହେରା, ଦେବୀ ତ୍ରିପାଠୀ, ପ୍ରଣବ ବଳବନ୍ତରାୟ, ଅନନ୍ତ ନାରାୟଣ ଜେନା, ଅରବିନ୍ଦ ରାୟ ଓ ଆକାଶ ଦାସ ନାୟକ ନାମ ଘୋଷଣା କରାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!