Saturday, August 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିପିଲି ଉପନିର୍ବାଚନ ତାରିଖ ଘୋଷଣା

by ସଞ୍ଜୟ ସ୍ୱାଇଁ
March 16, 2021
in Breaking, Politics, State
ପିପିଲି ଉପନିର୍ବାଚନ ତାରିଖ ଘୋଷଣା
482
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ପିପିଲି ଉପନିର୍ବାଚନ କେବେ ହେବ ତାକୁ ନେଇ ଚାଲିଥିବା କଳ୍ପନା ଜଳ୍ପନାର ଆଜି ଅନ୍ତ ଘଟାଇଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ପିପିଲି ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି । ଏପ୍ରିଲ ୧୭ତାରିଖରେ ପିପିଲିରେ ହେବ ଉପନିର୍ବାଚନ । ସେଥିପାଇଁ ମାର୍ଚ୍ଚ ୨୩ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ । ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିବା ପାଇଁ ମାର୍ଚ୍ଚ ୩୦ତାରିଖ ସମୟ ସୀମା ଥିବାବେଳେ ପ୍ରାର୍ଥିପତ୍ର ପତ୍ୟାହାର ପାଇଁ ଏପ୍ରିଲ ୩ତାରିଖ ଧାର୍ଯ୍ୟ କରାଯାଇଛି । ଏପ୍ରିଲ ୧୭ତାରିଖରେ ନିର୍ବାଚନ ହେବା ପରେ ମେ ୨ତାରିଖରେ ଭୋଟ ଗଣତି ଓ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ ବୋଲି ଆଜି ମୁଖ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ସୂଚନା ମିଳିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!