Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପିପିଲି ଉପନିର୍ବାଚନ: ମଇଦାନକୁ ଓହ୍ଲାଇଲେ ନବୀନ

by ସଞ୍ଜୟ ସ୍ୱାଇଁ
April 12, 2021
in Feature News
ପିପିଲି ଉପନିର୍ବାଚନ: ମଇଦାନକୁ ଓହ୍ଲାଇଲେ ନବୀନ
96
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ପିପିଲି ଉପନିର୍ବାଚନକୁ ନେଇ ଚାଲିଛି ଜୋର ଦାର ପ୍ରଚାର ପ୍ରସାର । ନିର୍ବାଚନର ପ୍ରଚାର ପ୍ରସାର କରିବା ପାଇଁ ତିନି ପ୍ରମୁଖ ଦଳ ଯୋରଦାର କସରତ କରିବା ଆରମ୍ଭ କରି ଦେଇଥିବା ବେଳେ ଆଜି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ପିପିଲି ଉପ ନିର୍ବାଚନ ପାଇଁ ପ୍ରଚାର ମଇଦାନକୁ ଓହ୍ଲାଇବେ । ତାହା ପୁଣି ଭଚ୍ୟୁଆଲ ମାଧ୍ୟମରେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ପିପିଲି ଉପ ନିର୍ବାଚନ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ପ୍ରଚାର କରିବେ । ସେଥିପାଇଁ ପିପିଲି-ଡେଲାଙ୍ଗ ନିର୍ବାଚନୀ ମଣ୍ଡଳୀରେ ଥିବା ୬ଟି ଜିଲ୍ଲା ପରିଷଦ ଜୋନ୍ରେ ଭଚ୍ୟୁଆଲ ମାଧ୍ୟମରେ ପ୍ରଚାର ପ୍ରସାର କରିବା ପାଇଁ ସମସ୍ତ ପ୍ରକାରର ବନ୍ଦୋବସ୍ତ କରାଯାଇଛି । ପିପିଲି ବ୍ଲକ୍, ଏନଏସି ଓ ଡେଲାଙ୍ଗ ବ୍ଲକ୍ର ୬ଟି ଜୋନ୍ରେ ଭିସି ମାଧ୍ୟମରେ ପ୍ରଚାର କରିବେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ସମସ୍ତ ପ୍ରସ୍ତୁତି ସରିଥିବା ବେଳେ ଆଉ କିଛି ସମୟ ପରେ ବିଜେଡ଼ି ସୁପ୍ରିମୋ ପିପିଲି-ଡେଲାଙ୍ଗ ବାସୀଙ୍କ ପାଇଁ ଉଦବୋଧନ ଦେବେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!