Thursday, June 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବାଇକ୍ ଆରୋହୀଙ୍କଠୁ ୫୦ ଲକ୍ଷ ଟଙ୍କା ଜବତ

by ସଞ୍ଜୟ ସ୍ୱାଇଁ
April 5, 2021
in Feature News
ବାଇକ୍ ଆରୋହୀଙ୍କଠୁ ୫୦ ଲକ୍ଷ ଟଙ୍କା ଜବତ
59
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ପିପିଲି ଉପନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚଲୁଥିବା ବେଳେ ଆଜି ୨ ବାଇକ୍ ଆରୋହୀଙ୍କଠାରୁ ୫୦ଲକ୍ଷ ଟଙ୍କା ଜବତ କରାଯାଇଛି । ପିପିଲି ତରାକାଜ ଛକରୁ ୫୦ ଲକ୍ଷ ଟଙ୍କା ଜବତ କରିଛି ପୁଲିସ ।ପଲ୍ସରରେ ଯାଉଥିବା ୨ ବାଇକ୍ ଆରୋହୀଙ୍କ ଠାରୁ ଏହି ଟଙ୍କା ଜବତ କରାଯାଇଛି । ସୂଚନା ଅନୁଯାୟୀ, ପୁଲିସ ପିପିଲି ଟୋଲ୍ଗେଟ୍ ନିକଟରେ ରୁଟିନ ଚେକିଂ କରେ । ତେବେ ଆଜି ଦୁଇ ଜଣ ଯୁବକ ଏକ ପଲସରେ ଆସୁଥିବା ବେଳେ ପୁଲିସ ହାବୁଡ଼ରେ ପନି ଖସିଯିବାକୁ ଉଦ୍ୟମ କରିଥିଳେ । ପୁଲିସ ଉଭୟଙ୍କୁ ଗୋଡ଼ାଇ ଗୋଡ଼ାଇ ତରାକାଜ ଛକ ନିକଟରେ ଧରିଥିଲା । ସମ୍ପୃକ୍ତ ୨ ଜର ଦୁଇ ଯୁବକ ବଳଙ୍ଗା ଅଞ୍ଚଳର ହୋଇଥିବା ପୁଲିସ ସୂଚନା ଦେଇଛି । ତେବେ ଟଙ୍କା କେଉଁଠୁ ଆସଥିଲା, କୁଆଡ଼େ ଯାଉଥିଲା ତାହା ସ୍ପଷ୍ଟ ହୋଇନି । ସମ୍ପୃକ୍ତ ୨ ଯୁବକଙ୍କୁ ଥାନାରେ ଅଟକ ରଖି ପୁଲସି ପଚରାଉଚରା କରୁଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!