Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନିଶାରେ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇଦେଲେ ୨ କନଷ୍ଟେବଳ

by ସଞ୍ଜୟ ସ୍ୱାଇଁ
July 15, 2024
in Crime, NATIONAL NEWS
ଦୁଇ ଭାଇଙ୍କ କଳିରେ ପଶି ମା’ ଖାଇଲେ ଗୁଳିମାଡ଼, ଅଭିଯୁକ୍ତକୁ ଧରିଲେ ପୁଲିସ
38
VIEWS
Share on FacebookShare on Twitter

ଉତ୍ତରପ୍ରଦେଶ, (ବାଘୁଆବାର୍ତ୍ତା): ପାର୍ଟିରେ ଅତ୍ୟଧିକ ନିଶା ସେବନ କରି ନିଜ ଉପରୁ ନିୟନ୍ତ୍ରଣ ହରାଇ ବସିବା ମହଙ୍ଗା ପଡ଼ିଲା। ନିଜ ହୋସରେ ନ ଥାଇ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଉଭୟ ହିନସ୍ତା ହୋଇଛନ୍ତି। ଉଭୟଙ୍କୁ ଗିରଫ କରାଯିବା ସହ ନିଲମ୍ବନ କରାଯାଇଛି। ଏପରି ଏକ ଘଟଣା ଉତ୍ତରପ୍ରଦେଶରେ ଘଟିଛି। ଗିରଫ ଦୁଇ କନଷ୍ଟେବଳ ହେଲେ ଧୀରଜ କୁମାର ଓ ମୁକୁଳ ଯାଦବ । ସେମାନେ ଗାଜିଆବାଦ ଜିଲ୍ଲାର ଇନ୍ଦିରାପୁରମ୍‌ ଥାନାରେ କାର୍ଯ୍ୟରତ ଥିଲେ। ଗତକାଲି ଉଭୟଦିଲ୍ଲୀ ଗାର୍ଡେନ ଗଲେରିୟା ମଲ୍‌କୁ ଏକ ପାର୍ଟିରେ ଯୋଗ ଦେବାକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ଉଭୟ ନିଶାସକ୍ତ ଅବସ୍ଥାରେ ଥିଲେ। ଫଳରେ ସେମାନଙ୍କର ନିଜ ଉପରେ ନିୟନ୍ତ୍ରଣ ନ ଥିବା ବେଳେ ସେମାନେ ପାଖରେ ଥିବା ସର୍ଭିସ ରିଭଲଭର ଫୁଟାଇଥିଲେ। ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ଗୁଳି ଶବ୍ଦ ଶୁଣି ଲୋକେ ଭୟଭୀତ ହୋଇ ଦୌଡ଼ିବାକୁ ଲାଗିଲେ। ଏହାପରେ ଉଭୟ ଧୀରଜ ଓ ମୁକୁଳ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲେ। ଏନେଇ ଅଭିଯୋଗ ହେବା ପରେ ପୁଲିସ୍‌ ସିସିଟିଭି ଫୁଟେଜ ତଦାରଖ କରି ଉଭୟଙ୍କୁ ଚିହ୍ନଟ କରିଥିଲା। ଏହାପରେ ବହୁ ଖୋଜାଖୋଜି ପରେ ଉଭୟଙ୍କୁ ଗିରଫ କରାଯାଇଥିବା ବେଳେ ସେମାନଙ୍କୁ ନିଲମ୍ବନ କରାଯାଇଥିବା ଜଣାଯାଇଛି। ଏହି ଘଟଣାର ଅଧିକ ତଦନ୍ତ ଚାଲିଥିବା କହିଛନ୍ତି ବରିଷ୍ଠ ପୁଲିସ୍‌ ଅଧିକାରୀ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!