Sunday, November 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଶିଷ୍ଟ ପିତଳମୂର୍ତୀ କାରିଗରଙ୍କ ପରଲୋକ

by ସଞ୍ଜୟ ସ୍ୱାଇଁ
June 19, 2020
in Feature News
ବିଶିଷ୍ଟ ପିତଳମୂର୍ତୀ କାରିଗରଙ୍କ ପରଲୋକ
18
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଖଣ୍ଡପଡ଼ା ବ୍ଳକ ଅଧିନ ଖଳିସାହି ଗ୍ରାମର ବିଶିଷ୍ଟ ପିତଳମୂର୍ତୀ କାରିଗର ସାରଙ୍ଗଧର ମହାପାତ୍ର(୬୪)ଙ୍କର ଶୁକ୍ରବାର ଦିବା ସାଢେ ୧୦ଟା ସମୟରେ ହୃଦଘାତରେ ପରଲୋକ ହୋଇଯାଇଛି । ଦୀର୍ଘ ବର୍ଷ ଧରି ସେ ହୃଦଘାତ ଜନିତ ରୋଗରେ ପିଡ଼ିତ ଥିଲେ । ରାଜ୍ୟ ହସ୍ତଶିଳ୍ପ ପୁରସ୍କାରପ୍ରାପ୍ତ ସ୍ୱର୍ଗତ ମହାପାତ୍ର ଜଣେ ବିଶିଷ୍ଟ ପିତଳ ମୂର୍ତୀ କାରିଗର ଭାବେ ବିଭିନ୍ନ ମହଲରେ ବେଶ ଜଣାଶୁଣା ଥିଲେ । ତାଙ୍କ ବିୟୋଗରେ ନିଖିଳ ଉତ୍କଳ କଂସାରୀ ସମାଜର, କାର୍ଯ୍ୟକାରୀ ସଭାପତି ଅଖିଳ କୁମାର ମହାରଣା ଓ ପିତଳମୂର୍ତୀ କାରିଗର ସଂଘର ସଦସ୍ୟମାନେ ଗଭୀର ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ତାଙ୍କ ମୃତ୍ୟୁ ଖବର ପ୍ରଚାରିତ ହେବାପରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଖଳିସାହିସ୍ଥିତ ତାଙ୍କ ବାସଭବନରେ ପହଁଚି ଶେଷଦର୍ଶନ କରିଥିବା ଜଣାଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!