Tuesday, May 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆରମ୍ଭ ହେଲା ପିତୃପକ୍ଷ

by ସଞ୍ଜୟ ସ୍ୱାଇଁ
September 18, 2024
in Feature News
ଆରମ୍ଭ ହେଲା ପିତୃପକ୍ଷ
130
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆରମ୍ଭ ହେଲା ପିତୃପକ୍ଷ । ଭାଦ୍ରବ ମାସ ପୂର୍ଣ୍ଣିମାରୁ ପିତୃପକ୍ଷ । ଆଶ୍ୱିନ ମାସ ଅମାବାସ୍ୟା ପର‌୍ୟ୍ୟନ୍ତ ପାଳନ ହୋଇଥାଏ ଅପରପକ୍ଷ । ୧୫ ଦିନ ପର‌୍ୟ୍ୟନ୍ତ ପିତୃପକ୍ଷଙ୍କୁ ସନ୍ତୁଷ୍ଟ କରିବା ପାଇଁ ପ୍ରୟାସ କରାଯାଇଥାଏ । ବିଶ୍ୱାସ ରହିଅଛି ଏହି ସମୟରେ ସମସ୍ତ ପିତୃପୁରୁଷ ଶ୍ରାଦ୍ଧ, ପିଣ୍ଡଦାନକୁ ଅପେକ୍ଷା କରିଥାନ୍ତି । ଏଣୁ ଶ୍ରଦ୍ଧାର ସହ ଏହି ସମୟରେ ରୀତିନୀତି ଅନୁସାରେ କରାଯାଇଥାଏ ଶ୍ରାଦ୍ଧ । ପିତୃ ପୁରୁଷମାନେ ସେମାନଙ୍କ ବଂଶଧର ମାନଙ୍କ ଦ୍ୱାରା କରାଯାଇଥିବା ତର୍ପଣ, ଶ୍ରାଦ୍ଧ ଏବଂ ପିଣ୍ଡ ଦାନ ଇତ୍ୟାଦିରେ ସନ୍ତୁଷ୍ଟ ହୋଇ ସେମାନେ ବଂଶ ବୃଦ୍ଧି, ସୁଖ ଏବଂ ସମୃଦ୍ଧତା ପାଇଁ ଆଶୀର୍ବାଦ କରିଥାନ୍ତି । ଭାଦ୍ରବ ମାସ ପୂର୍ଣ୍ଣିମାରୁ ପିତୃପକ୍ଷ । ଆଶ୍ୱିନ ମାସ ଅମାବାସ୍ୟା ପର‌୍ୟ୍ୟନ୍ତ ପାଳନ ହେବ ଅପରପକ୍ଷ । ୧୫ ଦିନ ପର‌୍ୟ୍ୟନ୍ତ ପିତୃପକ୍ଷଙ୍କୁ ସନ୍ତୁଷ୍ଟ କରିବା ପାଇଁ ପ୍ରୟାସ କରାଯାଇଥାଏ । ବିଶ୍ୱାସ ରହିଅଛି ଏହି ସମୟରେ ସମସ୍ତ ପିତୃପୁରୁଷ ଶ୍ରାଦ୍ଧ, ପିଣ୍ଡଦାନକୁ ଅପେକ୍ଷା କରିଥାନ୍ତି । ଏଣୁ ଶ୍ରଦ୍ଧାର ସହ ଏହି ସମୟରେ ରୀତିନୀତି ଅନୁସାରେ କରାଯାଇଥାଏ ଶ୍ରାଦ୍ଧ । ପିତୃ ପୁରୁଷମାନେ ସେମାନଙ୍କ ବଂଶଧର ମାନଙ୍କ ଦ୍ୱାରା କରାଯାଇଥିବା ତର୍ପଣ, ଶ୍ରାଦ୍ଧ ଏବଂ ପିଣ୍ଡ ଦାନ ଇତ୍ୟାଦିରେ ସନ୍ତୁଷ୍ଟ ହୋଇ ସେମାନେ ବଂଶ ବୃଦ୍ଧି, ସୁଖ ଏବଂ ସମୃଦ୍ଧତା ପାଇଁ ଆଶୀର୍ବାଦ କରିଥାନ୍ତି । ଏହି ଅପରପକ୍ଷ ବା ପିତୃ ପକ୍ଷ ସମୟରେ ଅନେକ ନିୟମ ନିଷ୍ଠା ରହିଛି । ପିତୃପକ୍ଷ ସମୟରେ ଖିଅର ହେବା ସମ୍ପୂର୍ଣ୍ଣ ନିଷିଦ୍ଧ ରହିଥିବା ବେଳେ ଏହି ସମୟରେ ନଖ ମଧ୍ୟ କଟାଯିବା ବାରଣ ରହିଛି । ଏପରିକି ଅପର ପାଗରେ ଅର୍ଥାତ ବାହାରେ ଭୋଜନ କରିବା ସମ୍ପୂର୍ଣ ନିଷିଦ୍ଧ ଅଟେ।ସେହିପରି ତିଳ ତର୍ପଣ ,ଶ୍ରାଦ୍ଧ ଓ ପିଣ୍ଡଦାନ କରିବା ସମୟରେ ସମ୍ପୂର୍ଣ୍ଣ ଶୁଦ୍ଧପୂତ ଭାବେ ରହିବାର ବିଧି ମଧ୍ୟ ରହିଛି ।

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026
ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

ରେଳ ସମସ୍ୟାକୁ ନେଇ ନୟାଗଡ଼ ଟାଉନ ଷ୍ଟେସନରେ ତୀବ୍ର ଉତ୍ତେଜନା:ରେଳରୋକ ଉଦ୍ୟମ ପଣ୍ଡ

May 24, 2026
ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

ବଦଳିଲେ ନୟାଗଡ଼ ଆରକ୍ଷୀ ଅଧିକ୍ଷକ

May 24, 2026
ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

ବିଦ୍ୟୁତ୍ କାଟକୁ ନେଇ ବିଜେଡି ସାମ୍ବାଦିକ ସମ୍ମିଳନୀ:୨୫ରେ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ

May 23, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!