Thursday, April 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଦେଲେ ଇସ୍ତଫା

by ସଞ୍ଜୟ ସ୍ୱାଇଁ
March 16, 2021
in Breaking, NATIONAL NEWS
ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଦେଲେ ଇସ୍ତଫା
1.1k
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା । ପିକେ ସିହ୍ନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମୁଖ୍ୟ ପରାମର୍ଶଦାତା ଥିଲେ । ସେ ହଠାତ୍ କାହିଁକି ଇସ୍ତଫା ଦେଲେ ଓ କ’ଣ ପାଇଁ ଇସ୍ତଫା ଦେଲେ, ସେକଥା ବର୍ତ୍ତମାନ ସୁଦ୍ଧା ଜଣାପଡି ନାହିଁ । ପିକେ ସ୍ନିହା ମୋଦି ସରକାରର କ୍ୟାବିନେଟ ସଚିବ ପାହ୍ୟାରେ କାର୍ଯ୍ୟ କରିଥିଲେ । ପିକେ ସ୍ନିହା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଓଏସଡି ଭାବେ ୨୦୧୯ ଅଗଷ୍ଟ ୩୦ତାରିଖରେ ନିଯୁକ୍ତି ମିଳିଥିଲା । ୧୯୮୭ ବ୍ୟାଚର ଆଇଏଏସ ଅଫିସର ଭାବେ ପିକେ ସ୍ନିହା କ୍ୟାବିନେଟ ସଚିବ ହେବା ପୂର୍ବରୁ ଶକ୍ତି ମନ୍ତ୍ରଣାଳୟର ସଚିବ ଭାବେ ଦାୟୀତ୍ୱ ସଂପାଦନ କରୁଥିଲେ ବେଳେ ଆଜି ହଠାତ୍ ଇସ୍ତଫା ଦେଇଥିବା ଜଣାପଡିଛି ।

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

April 14, 2026
ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

ଜିଲ୍ଲା ଆଇନ ସେବା ପ୍ରାଧିକରଣ: ପୋସ୍କୋ ଆକ୍ଟ ସଚେତନତା ଶିବିର

April 14, 2026
ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

ହନୁମାନ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣା ସଂକ୍ରାନ୍ତି

April 14, 2026
ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

ବଂଶୀଧର ସ୍ମୃତି ପରିଷଦ:୩୩ତମ ରାଜ୍ୟସ୍ତରୀୟ ବିଷୁବ ମିଳନ ଓ କବିତା ପାଠୋତ୍ସବ

April 14, 2026
ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

ନୟାଗଡ଼ ଏଏସପି ମହାନତା:ଦୂର୍ଘଟଣା ଗ୍ରସ୍ତକାରୀଙ୍କୁ ମେଡିକାଲ୍ ନେଲେ ଏଏସପି

April 14, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!