ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅଧିକାରୀ ବିଶ୍ୱଜିତ ରାଉତରାୟ କିଛି ଦିନ ତଳେ କରୋନା ଆକ୍ରାନ୍ତ ହୋଇଥିଲେ । ଚିକିତ୍ସା ପରେ ସେ ସୁସ୍ଥ ହୋଇଥିବା ବେଳେ ଏବେ ପ୍ଲାଜାମା ଦାନ କରି ଆଉ ଦୁଇ ଜଣ ଆକ୍ରାନ୍ତଙ୍କ ଜୀବନ ରକ୍ଷା କରିଛନ୍ତି । ତାଙ୍କର ଏଭଳି କାର୍ଯ୍ୟକୁ ସବୁ ମହଲରୁ ପ୍ରଶଂସା କରାଯାଇଛି ।






