Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲୋକଙ୍କ ପାଇଁ ବିଜ୍ଞାନ; ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
March 3, 2021
in State, Technology
ଲୋକଙ୍କ ପାଇଁ ବିଜ୍ଞାନ; ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
87
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ରାୟଗଡ଼ା ଜିଲ୍ଲା ଭାକୁରଗୁଡାରେ ପ୍ଲାନେଟୋରିୟମ ଓ ଜୟପୁର ଜିଲ୍ଲାରେ ବିଜ୍ଞାନ କେନ୍ଦ୍ର ନିର୍ମାଣ ହେବ । ଏନେଇ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ମାଧ୍ୟମରେ ପ୍ଲାନେଟୋରିୟମ ଓ ଜିଲ୍ଲା ବିଜ୍ଞାନ କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଭିତ୍ତିପ୍ରସ୍ତର ସ୍ଥାପନ ଦିବସରେ, ପ୍ଲାନେଟୋରିୟମ ଓ ବିଜ୍ଞାନ କେନ୍ଦ୍ର ନିର୍ମାଣ ହେବା ଦ୍ୱାରା ସମସ୍ତ ଜନସାଧାରଣଙ୍କ ସୂଚନା କ୍ଷେତ୍ରରେ କାର୍ଯ୍ୟରେ ଆସିବ । ସେଥିପାଇଁ ଲୋକଙ୍କ ପାଇଁ ଆଜିର ଦିନରେ ବିଜ୍ଞାନ କାର୍ଯ୍ୟ କରୁଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୫ଟି ନୂଆ ପ୍ଲାନେଟୋରିୟମ ନିର୍ମାଣ କରିବା ପାଇଁ ଆଜି ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଭୁବନେଶ୍ୱର, ବୁର୍ଲ୍ଲା ଓ ରାୟଗଡ଼ା ବ୍ୟତୀତ ମୟୂରଭଂଜ ଜିଲ୍ଲାର ବାରିପଦା, କେନ୍ଦୁଝର ଜିଲ୍ଲାର ଘଟଗାଁ, ଗଂଜାମ ଜିଲ୍ଲାର ଗୋପାଳପୁର ନିକଟରେ ଥିବା ବିକ୍ରମପୁର, ରାଉଲକେଲା ଓ ବଲାଙ୍ଗିର ଠାରେ ପ୍ଲାନେଟୋରିୟମ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ସେହିପରି ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲ୍ଲାରେ ବିଜ୍ଞାନ କେନ୍ଦ୍ର ଜୟପୁର, ବାରିପଦା, ଗଂଜାମ, ଘଟଗାଁ, ରାଉଲକେଲା, ପୁରୀ, ବଲାଙ୍ଗିର, ଭଦ୍ରକ, ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ା ଓ ଜଗତସିଂହପୁରର ପାରାଦ୍ୱୀପ ଠାରେ ଖୋଲିବା ନେଇ ନିଷ୍ପତ୍ତ ହୋଇଛି । ଏବଂ ପ୍ରତି ପ୍ଲାନେଟୋରିୟମ ପାଇଁ ୧୫କୋଟି ଟଙ୍କା ଓ ବିଜ୍ଞାନ କେନ୍ଦ୍ର ପାଇଁ ସାଢେ ୬କୋଟି ଟଙ୍କା ବିନିଯୋଗ କରାଯିବ । ତେଣୁ ପ୍ଲାନେଟୋରିୟମ ଓ ବିଜ୍ଞାନ କେନ୍ଦ୍ର ନିର୍ମାଣ ହେଲେ ଆଦିବାସୀ ବହୁଳ କୋରାପୁଟ ଓ ରାୟଗଡ଼ା ଜିଲ୍ଲାର ଲୋକମାନଙ୍କର ବହୁ ଲକ୍ଷ ସାଧିତ କରିବ ଏବଂ ନୂଆ ବୈଜ୍ଞାନିକ ପ୍ରତିଭା ସୃଷ୍ଟି କରିବାରେ ପ୍ରେରଣ ଯୋଗଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ମାଧ୍ୟମରେ ବକ୍ତବ୍ୟ ରଖିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ୫-ଟି ସଚିବ ଭି.କେ ପାଣ୍ଡିୟାନଙ୍କ ସହିତ ଜଜଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ଶାଗରିଆ, ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଅଶୋକ ପଣ୍ଡା, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ ପ୍ରମୁଖ ଉପସ୍ଥିତ ରହି ମତବ୍ୟକ୍ତ ରଖିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!