Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବନ୍ଧୁଗାଁ ପରିଦର୍ଶନ କରିବା ସହ ଉନ୍ନତୀ ମୂଳକ କାର୍ଯ୍ୟର ସମୀକ୍ଷା କଲେ କୋରାପୁଟ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
July 24, 2021
in Planning and Development, State
ବନ୍ଧୁଗାଁ ପରିଦର୍ଶନ କରିବା ସହ ଉନ୍ନତୀ ମୂଳକ କାର୍ଯ୍ୟର ସମୀକ୍ଷା କଲେ କୋରାପୁଟ ଜିଲ୍ଲାପାଳ
76
VIEWS
Share on FacebookShare on Twitter

ବନ୍ଧୁଗାଁ, (ବାଘୁଆବାର୍ତ୍ତା): କୋରାପୁଟ ଜିଲ୍ଲା ପାଳ ଅବଦଲ୍‌ ଏମ୍‌. ଅଖତର ବନ୍ଧୁଗାଁ ବ୍ଲକ ପରିଦର୍ଶନ କରିବା ସହ ଉନ୍ନତୀ ମୂଳକ କାର୍ୟ୍ୟର ସମୀକ୍ଷା କରିଛନ୍ତି । ନୀଲାବାଡୀରେ ନିର୍ମାଣ କରାଯାଉଥିବା ରାସ୍ତା ଏବଂ ପୋଲ କାମର ସମୀକ୍ଷା କରିଥିଲେ । ଏହା ସହ ସେଠାରେ ନିର୍ମାଣ କରାଯାଉଥିବା ଏକ କଲ୍ୟାଣମଣ୍ଡପ କାର୍ୟ୍ୟର ଅଗ୍ରଗତି ସମ୍ପର୍କରେ ପଚାରି ବୁଝିଥିଲେ । ଏହି ସମୟରେ ସ୍ଥାନୀୟ ବାସିନ୍ଦାମାନେ ବିଜୁଳଇ ଏବଂ ମୋବାଇଲ୍‌ ସେବା ଠିକ୍‌ ଭାବେ ମିଳୁ ନଥିବା ଅଭିଯୋଗ କରିଥିଲେ । ଏଥିପାଇଁ ପିଲାଙ୍କ ଅନ୍‌ଲାଇନ୍‌ ପାଠ ପଢା ବାଧାପ୍ରାପ୍ତ ହେଉଥିବା ପ୍ରକାଶ କରିଥିଲେ । ପିଲାଙ୍କ ପାଠ ପଢା ପାଇଁ ଉପଯୁକ୍ତ ବ୍ୟବସ୍ଥା କରିବା ପାଇଁ ସ୍ଥାନୀୟ ବାସିନ୍ଦା ଦାବି କରିଥିଲେ । ଏହି ସମସ୍ୟାର ସମାଧାନ ପାଇଁ ଉଦ୍ୟମ କରାଯିବ ବୋଲି ଜିଲ୍ଲାପାଳ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି । ଏହା ସହ ଝଞ୍ଜାବତୀ ଉପରେ ନିର୍ମାଣ କରାଯାଉଥିବା ପୋଲର କାର୍ୟ୍ୟ ଶେଷ ହେଉ ନଥିବାରୁ ସେ ବିଷୟରେ ଜିଲ୍ଲାପାଳ ଅନୁଧ୍ୟାନ କରିଥିଲେ । ଏହି ସମୟରେ ଅନ୍ୟାନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!