Sunday, July 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାଣିରେ ଚାଲି ଚାଲି ସମସ୍ୟା ଦେଖିଲେ ଏବଂ ତୁରନ୍ତ ପଦକ୍ଷେପ ନେବେ ବୋଲି କହିଲେ ଭଦ୍ରକ ଜିଲ୍ଲାପାଳ

by ସଞ୍ଜୟ ସ୍ୱାଇଁ
September 9, 2021
in Planning and Development, State
ପାଣିରେ ଚାଲି ଚାଲି ସମସ୍ୟା ଦେଖିଲେ ଏବଂ ତୁରନ୍ତ ପଦକ୍ଷେପ ନେବେ ବୋଲି କହିଲେ ଭଦ୍ରକ ଜିଲ୍ଲାପାଳ
77
VIEWS
Share on FacebookShare on Twitter

ଭଦ୍ରକ, (ବାଘୁଆବାର୍ତ୍ତା): ପୌରପାଳିକା ଅଧିନ ୫ନଂ ଓ୍ବାର୍ଡ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ତ୍ରିଲଚନ ମାଝୀ । ଦୀର୍ଘ ଦିନ ହେବ ବିଭିନ୍ନ ମୌଳିକ ସମସ୍ୟା ଭିତରେ ହନ୍ତସନ୍ତ ହେଉଛନ୍ତି ଓ୍ବାର୍ଡବାସୀ । ବିଶେଷକରି ୫ ନମ୍ବର ଓ୍ବାର୍ଡର କଣ୍ଟାପାଳ ଅଞ୍ଚଳରେ ଡ୍ରେନଜ ବ୍ୟବସ୍ଥା ନଥିବାରୁ ବର୍ଷାଦିନେ ଜଳ ନିଷ୍କାସନ ହୋ ନ ପାରି ରାସ୍ତାରେ ପାଣି ଜମି ରହିବା ସହ ଘରେ ପଶୁଛି ବର୍ଷାଜଳ । ଫଳରେ ବର୍ଷାଦିନେ ନାହିଁ ନଥିବା ଅସୁବିଧା ଭୋଗନ୍ତି ଅଞ୍ଚଳବାସୀ । ତେବେ ଅଞ୍ଚଳବାସୀଙ୍କ ଦୀର୍ଘଦିନର ସମସ୍ୟା ପ୍ରତି ତତ୍ପର ହୋଇଛି ଜିଲ୍ଲା ପ୍ରଶାସନ । ପୌରପାଳିକା ଅଧିକାରୀଙ୍କ ସହ ସକାଳୁ ସକାଳୁ ୫ ନମ୍ବର ଓ୍ବାର୍ଡକୁ ପରିଦର୍ଶନ କରିଥିଲେ ଜିଲ୍ଲାପାଳ । ପାଣି ଭିତରେ ଚାଲି ଚାଲି ସମସ୍ୟା ଦେଖିବା ସହ ଅଞ୍ଚଳବାସୀଙ୍କୁ ଅଭିଯୋଗକୁ ଶୁଣିଥିଲେ ଜିଲ୍ଲାପାଳ । ତେବେ ତୁରନ୍ତ ସମସ୍ୟା ସମାଧାନ ପାଇଁ ଏ ଦିଗରେ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଜିଲ୍ଲାପାଳ ତ୍ରିଲୋଚନ ମାଝୀ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!