Friday, January 9, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ଦୁଇ ନାମଲେଖା ଆଜିଠୁ ଆରମ୍ଭ

by ସଞ୍ଜୟ ସ୍ୱାଇଁ
May 24, 2025
in Education, State
ଯୁକ୍ତ ଦୁଇ ନାମଲେଖା ଆଜିଠୁ ଆରମ୍ଭ
81
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ। ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଆବେଦନ ଆରମ୍ଭ ହୋଇଛି। ଏହି ନାମଲେଖା ଆବେଦନ ଜୁନ ୩୦ ପର୍ଯ୍ୟନ୍ତ ଚାଲିବ। ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। www.samsodisha.gov.in ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଜୁଲାଇ ୭ରେ ବାହାରିବ ପ୍ରଥମ ମେରିଟ୍ ଲିଷ୍ଟ। ଜୁଲାଇ ୮ରୁ ୧୪ ତାରିଖ ଯାଏଁ ହେବ ଆଡମିଶନ୍ । ଏହାପରେ ଜୁଲାଇ ୨୪ ତାରିଖରୁ ଆରମ୍ଭ ହେବ ପାଠପଢ଼ା।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!