Tuesday, July 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ଦୁଇ ନାମଲେଖା ଆଜିଠୁ ଆରମ୍ଭ

by ସଞ୍ଜୟ ସ୍ୱାଇଁ
May 24, 2025
in Education, State
ଯୁକ୍ତ ଦୁଇ ନାମଲେଖା ଆଜିଠୁ ଆରମ୍ଭ
86
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ। ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଆବେଦନ ଆରମ୍ଭ ହୋଇଛି। ଏହି ନାମଲେଖା ଆବେଦନ ଜୁନ ୩୦ ପର୍ଯ୍ୟନ୍ତ ଚାଲିବ। ସାମ୍ସ ପୋର୍ଟାଲ ଜରିଆରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ। www.samsodisha.gov.in ରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ। ଜୁଲାଇ ୭ରେ ବାହାରିବ ପ୍ରଥମ ମେରିଟ୍ ଲିଷ୍ଟ। ଜୁଲାଇ ୮ରୁ ୧୪ ତାରିଖ ଯାଏଁ ହେବ ଆଡମିଶନ୍ । ଏହାପରେ ଜୁଲାଇ ୨୪ ତାରିଖରୁ ଆରମ୍ଭ ହେବ ପାଠପଢ଼ା।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!