Wednesday, January 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଯୁକ୍ତ ୨ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
February 4, 2025
in Education, State
ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଯୁକ୍ତ ୨ ପରୀକ୍ଷା
134
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ଯାଏଁ ଅନୁଷ୍ଠିତ ହେବ ଯୁକ୍ତ ୨ ପରୀକ୍ଷା । ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତି ନେଇ CHSE ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରାଯାଇଛି । ଫେବୃଆରୀ ୧୮ରୁ ମାର୍ଚ୍ଚ ୨୭ ତାରିଖ ଯାଏଁ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହେବ । ୧୨୭୬ ସେଣ୍ଟରରେ ପରୀକ୍ଷା ଦେବେ ୩,୯୩,୬୧୮ ପରୀକ୍ଷାର୍ଥୀ । ସବୁ ସେଣ୍ଟରରେ ସିସିଟିଭି ବ୍ୟବସ୍ଥା ହୋଇଛି । ଯୁକ୍ତ ୨ ପରୀକ୍ଷା ସରିବାର ୪୫ ଦିନ ପରେ ରେଜଲ୍ଟ ପ୍ରକାଶ ପାଇବ । ଯେଉଁ ନିୟମ ରହିଛି ସେହି ଅନୁସାରେ ରେଜଲ୍ଟ ବାହାରିବ ବୋଲି କୁହାଯାଇଛି ।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!