Wednesday, July 9, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

+୨ ପରୀକ୍ଷା ନେଇ ଆଜି ଗୁରୁତ୍ଵପୂର୍ଣ୍ଣ ବୈଠକ

by ସଞ୍ଜୟ ସ୍ୱାଇଁ
February 4, 2025
in Education, State
+୨ ପରୀକ୍ଷା ନେଇ ଆଜି ଗୁରୁତ୍ଵପୂର୍ଣ୍ଣ ବୈଠକ
62
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ଲସ୍ ଟୁ ପରୀକ୍ଷା ନେଇ ଆଜି ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ହେଉଛି। ସକାଳ ୧୦ଟାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହେବ। ଭିଡିଓ କନଫରେନସରେ ଏହି ବୈଠକ ହେବ। ଯୁକ୍ତ ଦୁଇ ପରୀକ୍ଷା ପ୍ରସ୍ତୁତିର ସମୀକ୍ଷା କରିବେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା। ଯୁକ୍ତ ଦୁଇ ପରୀକ୍ଷାକୁ ସୁରୁଖୁରୁରେ କେମିତି ସଂପନ୍ନ କରାଯିବ, କୌଣିସ ବିଭ୍ରାଟ ବା ତ୍ରୁଟି ହେବ ନାହିଁ, ତା ଉପରେ ବୈଠକରେ ଫୋକସ୍ ଦିଆଯିବ ବୋଲି ଜଣାପଡ଼ିଛି। ବୈଠକରେ ଯୋଗା ଦେବେ ସବୁ ଜିଲ୍ଲାର ଜିଲ୍ଲାପାଳ, ଏସପି, ଭୁବନେଶ୍ଵର-କଟକର ପୋଲିସ କମିଶନର୍, ସବୁ କଲେଜର ପ୍ରିନସପାଲ ଓ ପରୀକ୍ଷା ପରିଚାଳନା ହବ୍ ର ସୁପର ଭାଇଜର୍ ।

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025
ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

July 1, 2025
ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

June 28, 2025
ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

June 28, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!