Saturday, November 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

by ସଞ୍ଜୟ ସ୍ୱାଇଁ
June 18, 2021
in Breaking, State
ଅଗଷ୍ଟ ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ
93
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଆସନ୍ତା ଅଗଷ୍ଟ ମାସର ଦ୍ୱିତୀୟ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ୨ପରୀକ୍ଷା ଫଳ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ସୂଚନାନୁସାରେ, ଚଳିତ ବର୍ଷ ମହାମାରୀ କରୋନର ଦ୍ୱିତୀୟ ଲହରରେ ରାଜ୍ୟ ସରକାର ଲକଡାଉନ୍ ଓ ସଟଡାଉନ୍ ଯୋଗୁ ଯୁକ୍ତ ୨ର ଛାତ୍ରଛାତ୍ରୀଙ୍କ ପରୀ୩ା ବାତଲ୍ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନୂତନ ପନ୍ଥା ଅବଲମ୍ବନ କରିଛନ୍ତି । ଯାହାକୁ ନେଇ ଆସନ୍ତା ଅଗଷ୍ଟ ମାସର ଦ୍ୱିତୀୟ ସପ୍ତାହରେ ଯୁକ୍ତ ୨ର ଛାତ୍ରଛାତ୍ରୀମାନଙ୍କର ପରୀକ୍ଷା ଫଳ ପ୍ରକାଶ କରାଯିବ । ଏନେଇ ଇଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯିବା ସହ ମୂଲ୍ୟାଙ୍କନ ପ୍ରକ୍ରିୟା ବାବଦରେ ମଧ୍ୟ ସୂଚନା ଦିଆଯାଇଛି । କେମିତି ଓ କେଉଁ ପ୍ରକାରରେ ବିକଳ୍ପ ମୂଲ୍ୟାଙ୍କନ ହେବ ସେବାବଦରେ ସୂଚନା ଜାରି କରାଯାଇଛି । ଯୁକ୍ତ ଦୁଇର ରେଗୁଲାର ଛାତ୍ରଛାତ୍ରୀଙ୍କୁ ଦଶମ ଶ୍ରେଣୀର ଥିଓରୀ ପରୀକ୍ଷା ମାର୍କକୁ ଆଧାରରେ ମୂଲ୍ୟାଙ୍କନ କରାଯିବାର ଲକ୍ଷ ରଖାଯାଇଥିବା ବେଳେ ଏକ୍ସ-ରେଗୁଲାର ଛାତ୍ରଛାତ୍ରୀଙ୍କର ଥିଓରୀ ପେପରେ ସେମାନେ ପୂର୍ବରୁ ଦେଇଥିବା ଦ୍ୱାଦଶ ଶ୍ରେଣୀର ପରୀକ୍ଷାର ପ୍ରଦର୍ଶନ ଆଧାରରେ ମାର୍କ ମିଳିବ । ବିକଳ୍ପ ମୂଲ୍ୟାଙ୍କନ ପରେ ଫଳାଫଳରେ ଯଦି କୌଣସି ଛାତ୍ରଛାତ୍ରୀ ଅସନ୍ତୋଷ ପ୍ରକାଶ କରନ୍ତ ସେମାନେ ପରେ ଅଫ୍ ଲାଇନରେ ପରୀକ୍ଷା ଦେଇପାରିବେ ବୋଲି ମଧ୍ୟ ସୂଚନା ଦିଆଯାଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!