Friday, June 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
July 5, 2021
in Planning and Development, State
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

Bhubaneswar: Odisha Chief Minister and Biju Janata Dal (BJD) President Naveen Patnaik signs the file for disbursement of "KALIA" assistance to farmers after taking oath at Secretariat in Bhubaneswar on May 29, 2019. (Photo: IANS)

92
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପିଏମ ଆବାସ ଯୋଜନା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଫୋନି ପ୍ରଭାବିତ ୧୪ ଜିଲ୍ଲା ଛାଡ଼ି ଅନ୍ୟ ଜିଲ୍ଲା ପାଇଁ ଚିଠି ଲେଖିଛନ୍ତି ସିଏ । ଏହି ୧୬ ଜିଲ୍ଲାରେ ଆବାସ୍‌ ପ୍ଲସ୍‌ ଆପ୍‌ ଖୋଲିବା ପାଇଁ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ କରିଛନ୍ତି ଅନୁରୋଧ । ଏହି ୧୬ ଜିଲ୍ଲା ମଧ୍ୟରୁ କିଛି ଜିଲ୍ଲା ଆଦିବାସୀ ଅଧ୍ୟୁଷିତ ଥିବାବେଳେ ଆଉ କିଛି ଜିଲ୍ଲା କେବିକେ ଅଧୀନରେ ରହିଛି । ଯୋଜନା ହେଲେ ରାଜ୍ୟରେ ସମସ୍ତଙ୍କୁ ସୁରକ୍ଷିତ ଘର ମିଳିପାରିବ । ପୂର୍ବରୁ ବି ଅର୍ଥାତ ଗତବର୍ଷ ଡିସେମ୍ବର ୧୫ ରେ ଏ ନେଇ ଚିଠି ଲେଖିଥିଲେ ମୁଖ୍ୟମନ୍ତ୍ରୀ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!