Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସବୁ ଯୋଗ୍ୟ ଚାଷି ପାଇବେ ପିଏମ କିଷାନ; ଧର୍ମେନ୍ଦ୍ରଙ୍କୁ ଚିଠି ଲେଖିଥିଲେ ଅରୁଣ

by ସଞ୍ଜୟ ସ୍ୱାଇଁ
March 6, 2021
in Feature News, NATIONAL NEWS
ସବୁ ଯୋଗ୍ୟ ଚାଷି ପାଇବେ ପିଏମ କିଷାନ; ଧର୍ମେନ୍ଦ୍ରଙ୍କୁ ଚିଠି ଲେଖିଥିଲେ ଅରୁଣ
193
VIEWS
Share on FacebookShare on Twitter

ନୂଆଦିଲ୍ଲୀ,(ବାଘୁଆବାର୍ତ୍ତା): ରାଜ୍ୟ କୃଷି ମନ୍ତ୍ରୀ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଲେଖିଥିବା ଚିଠିକୁ ଗୁରୁତର ସହିତ ବିଚାର କରି ଆଜି କେନ୍ଦ୍ର କୃଷିମନ୍ତ୍ରୀ ଦୃଢ ନିଷ୍ପତ୍ତି ନେଇଛନ୍ତି । ଏଣିକି ଓଡ଼ିଶାର ସବୁ ଯୋଗ୍ୟ ଚାଷି ପିଏମ କିଷାନ ଯୋଜନାର ଲାଭ ପାଇବେ ବୋଲି କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ଟ୍ୱୁଟ୍ କରି ସୂଚନା ଦେଇଛନ୍ତି । ମିଳିଥିବା ସୂଚନାନୁସାରେ, କିଛିଦିନ ତଳେ ଓଡ଼ିଶାର କୃଷି ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ ଅରୁଣ କୁମାର ସାହୁ କେନ୍ଦ୍ର ପେଟ୍ରୋଲିୟମ୍ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖିଥିଲେ । ଅରୁଣଙ୍କ ଚିଠିକୁ ଗୁରତର ସହିତ ନେଇ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାରଙ୍କୁ ପିଏମ କିଷାନ ସଂପର୍କରେ ଚିଠି ଲେଖିଥିଲେ । ଯାହାଫଳରେ ଓଡ଼ିଶାର କୃଷି ମନ୍ତ୍ରୀ ଡ଼ ସାହୁ ଓ କେନ୍ଦ୍ର ମନ୍ତ୍ରୀ ଶ୍ରୀ ପ୍ରଧାନଙ୍କ ଚିଠି ଉପରେ ଗୁରୁତ୍ୱ ଦେଇ ଯଥାଶୀଘ୍ର ଓଡ଼ିଶାର ସମସ୍ତ ଯୋଗ୍ୟ ଚାଷିଙ୍କୁ ପିଏମ କିଷାନ ଯୋଜନାର ଲାଭ ପାଇବେ ସେଥିପ୍ରତି ଧ୍ୟାନ ଦେଇ କେନ୍ଦ୍ର କୃଷିବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥି ସହିତ ରାଜ୍ୟ ସରକାର କରିଥିବା କାଳିଆ ଯୋଜନାକୁ ଅନୁସରଣ କରି ଏହାର ବୈଶୟୀକ ଜ୍ଞାନକୌଶଳ ଅବଲମ୍ବନ କରିବା ପାଇଁ ରାଜ୍ୟ କୃଷି ମନ୍ତ୍ରୀ ଡ଼ ସାହୁ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଚିଠି ଲେଖିଥିଲେ । ରାଜ୍ୟର ଅନେକ ଯୋଗ୍ୟଚାଷି କାଳିଆ ଯୋଜନାରେ ସାମିଲ ଥିଲେ ମଧ୍ୟ ପିଏମ କିଷାନ ଯୋଜନାରୁ ବାଦ୍ ପଡିଥିଲେ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!