Wednesday, July 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି

by ସଞ୍ଜୟ ସ୍ୱାଇଁ
May 28, 2021
in Feature News
ମଳିନ ପଡୁଛି ମୋଦିଙ୍କ ଛବି, ଚାଲିଛି ଘନଘନ ବୈଠକ
194
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ବାତ୍ୟା ୟସର କ୍ଷୟକ୍ଷତି ଆକଳନ ଏବଂ ପରିସ୍ଥିତି ଅନୁଧ୍ୟାନ ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଛନ୍ତି । ମୋଦି ଆସି ଭୁବନେଶ୍ୱରରେ ପହଞ୍ଚି ସାରିଥିବା ଜଣାଯାଇଛି । ବାତ୍ୟା ପୂର୍ବରୁ ସରକାରଙ୍କ ପ୍ରସ୍ତୁତି, ବାତ୍ୟା ପରେ ଏହାକୁ ପରିଚାଳନା କରିବାକୁ ସରକାର କି ପଦକ୍ଷେପ ନେଇଛନ୍ତି ତାହାର ଅନୁଧ୍ୟାନ କରିବେ । ଏଥିସହିତ ବାତ୍ୟାର କ୍ଷୟକ୍ଷତିକୁ ଅନୁମାନ କରି ରାଜ୍ୟକୁ ସହାୟତା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି । ତାଙ୍କୁ ସାକ୍ଷାତ କରିବାକୁ ରାଜ୍ୟପାଳ ଗଣେଶୀ ଲାଲ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହିଛନ୍ତି । କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ମଧ୍ୟ ଭୁବନେଶ୍ୱର ବିମାନ ବନ୍ଦରରେ ଉପସ୍ଥିତ ଥିବା ଜଣାଯାଇଛି । ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବାର ମଧ୍ୟ କାର୍ଯ୍ୟକ୍ରମ ରହିଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!