Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ପିଏମ୍ ସ୍ୱନିଧି କର୍ମଶାଳା

by ସଞ୍ଜୟ ସ୍ୱାଇଁ
November 28, 2024
in Breaking, Nayagarh
କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ପିଏମ୍ ସ୍ୱନିଧି କର୍ମଶାଳା
181
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସହରର କ୍ଷୁଦ୍ର ବ୍ୟବସାୟୀ ତଥା ଉଠା ଦୋକାନୀ ଓ ବୁଲା ବିକାଳିଙ୍କ ନିମନ୍ତେ ପିଏମ ସ୍ୱ-ନିଧି ଯୋଜନା ସମ୍ପର୍କୀୟ କର୍ମଶାଳା ଆଜିଠାରୁ ସ୍ଥାନୀୟ ସିଦ୍ଧେଶ୍ୱରୀ କଲ୍ୟାଣ ମଣ୍ଡପଠାରେ ଆରମ୍ଭ ହୋଇଛି । ଏହା ଡିସେମ୍ବର ୨ ତାରିଖ ପର‌୍ୟ୍ୟନ୍ତ ଚାଲୁ ରହିବ। ସେମାନଙ୍କ ବ୍ୟବସାୟକୁ ବୃଦ୍ଧି ସହିତ ଅଧିକ ଆତ୍ମ ନିର୍ଭର ହେବାକୁ କେନ୍ଦ୍ର ସରକାର ଯୋଜନା ଆରମ୍ଭ କରିଛନ୍ତି। ଏବେ ସେମାନଙ୍କୁ ଋଣ ମିଳିବା ପରେ ସେମାନଙ୍କ ପରିବାର ଖୁସି ହେବେ। ଉଠା ଦୋକାନୀଙ୍କ ପାଇଁ ସରକାର ବିଭିନ୍ନ ଯୋଜନାରେ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି । ବିଭିନ୍ନ ବ୍ୟାଙ୍କ ସହିତ ସିଧାସଳଖ ସମ୍ପର୍କ ସ୍ଥାପନ ଓ ସମନ୍ୱୟ ଆର୍ଥିକ ସ୍ଥିତିକୁ ମଜଭୁତ କରିବା ଏହାର ଲକ୍ଷ ରହିଛି। ପୈାର ପରିଷଦ ଅଧ୍ୟା ଅଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର‌୍ୟ୍ୟ କର୍ମଶାଳାରେ ଯୋଗ ଦେଇ ଉଠା ଦୋକାନୀଙ୍କ ବିକାଶ ଓ ଚଳଣୀ ସମ୍ପର୍କରେ ଆଲୋକପାତ କରିଥିଲେ। ସମସ୍ତ ଉଠା ଦୋକାନୀ ମାନେ କର୍ମଶାଳାରେ ଯୋଗ ଦେବାକୁ ଅନୁରୋଧ କରାଯାଉଛି । କାର‌୍ୟ୍ୟକ୍ରମକୁ ଗୋଷ୍ଠୀ ସଙ୍ଗଠିକା ଇନ୍ଦୁମତୀ ପରିଡା, ସୁନିଲ ହୋତା, ସଂଜୀବ ବିଶ୍ୱାଳ ପ୍ରମୁଖ କର୍ମଚାରୀ ପରିଚାଳନା କରିଥିଲେ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!