Monday, November 16, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାରିବାରିକ କଳହ, ବିଷ ପିଇ ଦେଲେ ଦମ୍ପତି

by ସଞ୍ଜୟ ସ୍ୱାଇଁ
May 30, 2024
in Crime, State
ପାରିବାରିକ କଳହ, ବିଷ ପିଇ ଦେଲେ ଦମ୍ପତି
111
VIEWS
Share on FacebookShare on Twitter

ଫୁଲବାଣୀ, (ବାଘୁଆବାର୍ତ୍ତା): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଫରିଙ୍ଗିଆ ବ୍ଲକରେ। ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାପରେ ଉଭୟେ ବିଷ ପିଇ ଦେଇଛନ୍ତି । ଏଥିରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ସ୍ବାମୀ ମେଡିକାଲରେ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ମୃତ ମହିଳା ହେଲେ ବିଲୁରୀ ଗାଁ ର ସୁଶାନ୍ତ କହଁରଙ୍କ ସ୍ତ୍ରୀ ପାନୁରି । ଫିରିଙ୍ଗିଆ ବ୍ଲକ ଗୋଛାପଡା ଥାନା ଅଧୀନ ପକାରୀ ପଞ୍ଚାୟତ ବିଲୁରୀ ଗାଁର ସୁଶାନ୍ତ ଓ ସ୍ତ୍ରୀ ପାନୁରିଙ୍କ ମଧ୍ୟରେ ଘରୋଇ କଥାକୁ ନେଇ ଗଣ୍ଡଗୋଳ ହୋଇଥିଲା। ଏଥିରେ ଅତିଷ୍ଠ ହୋଇ ଉଭୟ ବିଷ ପିଇ ଦେଇଥିଲେ । ଘଟଣା ଜଣାପଡିବା ପରେ ପଡୋଶୀ ଏକ ଅଟୋ ଭଡା କରି ଉଭୟଙ୍କୁ ପ୍ରଥମେ ବାଳନ୍ଦାପଡା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ। ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଲୟକୁ ସ୍ଥାନାନ୍ତର କରାଯାଇଥିଲା । ସ୍ତ୍ରୀ ପାନୁରିଙ୍କ ମୃତ୍ୟୁ ଘଟିଥିବା ବେଳେ ଗୋଚ୍ଛାପଡା ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଗୋଚ୍ଛାପଡା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!