Sunday, July 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସାରେଣ୍ଡା ନାଳ ଉପରେ ହେବ ପୋଲ ନିର୍ମାଣ

by Anil Panda
August 7, 2020
in Feature News, Nayagarh
ସାରେଣ୍ଡା ନାଳ ଉପରେ ହେବ ପୋଲ ନିର୍ମାଣ
362
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଖଣ୍ଡପଡ଼ା ବ୍ଳକ ଅଧିନ ସିଂଘାପଡାରୁ ନିକଟସ୍ଥ ନୂଆଗାଁ ବ୍ଳକର ଆଙ୍ଗିସିଙ୍ଗି ଗ୍ରାମକୁ ସଂଯୋଗ କରୁଥିବା ରାସ୍ତାରେ ଅବସ୍ଥିତ ସାରେଣ୍ଡା ନାଳ ଉପରେ ଏକ ନୂତନ ପୋଲ ନିର୍ମାଣ ନିମନ୍ତେ ଭିତିପ୍ରସ୍ତର ସ୍ଥାପନ ଉତ୍ସବ ଶୁକ୍ରବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ଖଣ୍ଡପଡ଼ା ବ୍ଳକ ପ୍ରଶାସନର ପ୍ରତ୍ୟେକ୍ଷ ତତ୍ୱାବଧାନରେ ଉକ୍ତ ପୋଲ ନିର୍ମାଣ ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ୮ଲକ୍ଷ ଟଙ୍କା ମଂଜୁର ହୋଇଥିବା ପ୍ରଶାସନ ସୁତ୍ରରୁ ଜଣାପଡିଛି । ସୂଚନାଯୋଗ୍ୟ ସାରେଣ୍ଡା ନାଳ ଉପରେ ପୋଲ ନିର୍ମାଣ ନିମନ୍ତେ ଆଖପାଖ ଆଦିବାସୀ ଅଧ୍ୟୁଷିତ ୧୫ ଖଣ୍ଡ ମୈାଜାର ଜନସାଧାରଣ ଦୀର୍ଘ ବର୍ଷ ଧରି ଦାବି କରି ଆସୁଥିଲେ । ଏବେ ଉକ୍ତ ସ୍ଥାନରେ ପୋଲ ନିର୍ମାଣ ନିମନ୍ତେ ଅନୁଦାନ ମଂଜୁର ହୋଇଥିବାରୁ ଅଂଚଳବାସୀଙ୍କ ମଧ୍ୟରେ ଆନନ୍ଦ ପ୍ରକାଶପାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!