Friday, July 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କ ଉଦ୍ଦେଶ୍ୟରେ ମୟୁରଭଂଜ ଜିଲ୍ଲାରେ ଶହୀଦ ଦିବସ ପାଳିତ

by ସଞ୍ଜୟ ସ୍ୱାଇଁ
October 13, 2021
in State
ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କ ଉଦ୍ଦେଶ୍ୟରେ ମୟୁରଭଂଜ ଜିଲ୍ଲାରେ ଶହୀଦ ଦିବସ ପାଳିତ
20
VIEWS
Share on FacebookShare on Twitter

ବାରିପଦା, (ବାଘୁଆବାର୍ତ୍ତା): ମାଓବାଦୀ ଆକ୍ରମଣରେ ଶହୀଦ ହୋଇଥିବା ପୋଲିସ କର୍ମଚାରୀଙ୍କ ଉଦ୍ଦେଶ୍ୟରେ ଆଜି ମୟୁରଭଂଜ ଜିଲ୍ଲାରେ ଶହୀଦ ଦିବସ ପାଳନ ହୋଇଛି । ଏହି ଅବସରରେ ମୟୁରଭଂଜ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଉପସ୍ଥିତ ଥିଲେ । ୨୦୦୯ ମସିହା ଅକ୍ଟୋବର ୧୩ ତାରିଖ ସଂଧ୍ୟାରେ ବଣ୍ଡାବ ଗାଁରେ ଚାଲିଥିଲା ଫୁଟବଲ୍ ମ୍ୟାଚ୍‌ର ପୁରସ୍କାର ବିତରଣ ଉତ୍ସବ । ସେହି ସମୟରେ ମାଓବାଦୀଙ୍କ ଅତର୍କିତ ଆକ୍ରମଣର ଜବାବ ଦେବାକୁ ଯାଇ ୩ ଜଣ ପୋଲିସ କର୍ମଚାରୀ ଚାନ୍ଦୁଆ ଥାନା ଏଏସ୍‌ଆଇ ନାରାୟଣ ଚନ୍ଦ୍ର ପ୍ରଧାନ, ହାବିଲଦାର ରାଜେନ୍ଦ୍ର ମହାନ୍ତ ଓ କନେଷ୍ଟବଳ ଗୟା ହେମ୍ବ୍ରମ୍ ସହିଦ ହୋଇଥିଲେ । ସେହି ଦୁଃଖଦ ଘଟଣା ତଥା ସେମାନଙ୍କ ବୀରତ୍ୱକୁ ମନେ ପକାଇ ଆଜି ଜିଲ୍ଲା ଆରକ୍ଷୀ ବାହିନୀ ତଥା ଶହୀଦଙ୍କ ପରିବାର ଲୋକେ ଶ୍ରଦ୍ଧା ସୁମନ ଜ୍ଞାପନ କରିଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!