Tuesday, November 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ସିମ୍ କାର୍ଡ ରାକେଟ୍‌ର ୪ ଗିରଫ

by ସଞ୍ଜୟ ସ୍ୱାଇଁ
January 25, 2024
in Crime, State
ନକଲି ସିମ୍ କାର୍ଡ ରାକେଟ୍‌ର ୪ ଗିରଫ
44
VIEWS
Share on FacebookShare on Twitter

କେନ୍ଦୁଝର, (ବାଘୁଆବାର୍ତ୍ତା): କେନ୍ଦୁଝର ପୋଲିସକୁ ବଡ ସଫଳତା । ସାଇବର କ୍ରାଇମ୍‌ରେ ବ୍ୟବହାର ହେଉଥିବା ନକଲି ନାଁରେ ମୋବାଇଲ ସିମ୍ ବ୍ୟବହାର କରୁଥିବା ୪ ଜଣ ଅପରାଧୀଙ୍କୁ ଧରିଲା ପୋଲିସ । ୪୦୦୦ରୁ ଉର୍ଦ୍ଧ୍ବ ନକଲି ସିମ୍ ବାହାର କରି ଝାଡଖଣ୍ଡ, ବିହାର, ରାଜସ୍ଥାନ ସାଇବର ଠକଙ୍କୁ କରିଥିଲେ ବିକ୍ରି କରୁଥିଲେ । ଏହି ଗ୍ୟାଙ୍ଗ୍‌ର ଗିରଫ ସଦସ୍ୟଙ୍କ ଠାରୁ ୫୩୮ଟି ସିମ୍, ୧୮ଟି ମୋବାଇଲ, ୫ଟି ବାୟୋମେଟ୍ରିକ ସ୍କାନର, ୨୫ଟି ଏଟିଏମ୍ କାର୍ଡ଼, ୨୫ଟି ଆଇଡି କାର୍ଡ, ୧ଟି ଲାପଟପ, ୭ଟି ପାସ୍‌ବୁକ୍, ୧୮୫ଟି ଫଟୋ, ୫୦୭୧ ଟଙ୍କା ଜବତ ହୋଇଛି । ଏମାନଙ୍କ ନାମରେ ଦେଶ ସାରା ୩୦୦ରୁ ଉର୍ଦ୍ଧ୍ବ ମାମଲା ରହିଛି । ଏସପିଙ୍କ ସୂଚନା ଅନୁଯାୟୀ ଏମାନେ ବିଭିନ୍ନ ସିମ୍ କାର୍ଡ କମ୍ପାନୀରେ ଚାକିରି କରୁଥିବା ବେଳେ ନୀରିହ ଲୋକଙ୍କୁ ଠକି ସେମାନଙ୍କ ଅଜାଣନ୍ତରେ ସିମ୍ ବାହାର କରି ସାଇବର ଠକମାନଙ୍କୁ ଦେଉଥିଲେ । ସମସ୍ତ ଅପରାଧୀ କେନ୍ଦୁଝର ଘଷିପୁରା ଥାନା ଅଞ୍ଚଳର ବୋଲି ଜଣାପଡିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!