Thursday, September 10, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତାଳଚେରରେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର

by ସଞ୍ଜୟ ସ୍ୱାଇଁ
April 3, 2025
in Crime, State
ତାଳଚେରରେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର
67
VIEWS
Share on FacebookShare on Twitter

ତାଳେଚର, (ବାଘୁଆବାର୍ତ୍ତା): ତାଳଚେର ପୋଲିସର ଏନକାଉଣ୍ଟର। ଏନକାଉଣ୍ଟରରେ କୁଖ୍ୟାତ ଅପରାଧି ସୁଶାନ୍ତ ନାୟକ ଗୁରୁତର। ତାଳବେଡା ଜଙ୍ଗଲରେ ପୋଲିସର ଏନକାଉଣ୍ଟର। ଅପରାଧି ସୁଶାନ୍ତର ବାମ ଗୋଡ଼ରେ ବାଜିଛି ଗୁଳି। ଗୁରୁତର ଅବସ୍ଥାରେ ଅନୁଗୁଳ ସରକାରୀ ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ଗୁଳିକରି ପଳାଉଥିବାବେଳେ ପୋଲିସ ପାଲଟା ଗୁଳି ଚଳାଇଥିଲା। ସୁଶାନ୍ତ ନାଁରେ ତାଳଚେର ସମେତ ବିଭିନ୍ନ ଥାନାରେ ମାମଲା ରହିଛି। ପୋଲିସ ଉପରକୁ ତିନି ରାଉଣ୍ଡ ଫାୟରିଂ କରିଥିବା ସୂଚନା। ସୁଶାନ୍ତଙ୍କ ସହ ଜଙ୍ଗଲରେ ଆଉ ଜଣଙ୍କୁ ଗିରଫ କରିଛି ପୋଲିସ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!