Sunday, April 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୋ ପୁଅକୁ ଫସାଇଦେଲା, ଏବେ କୁମ୍ଭୀର କାନ୍ଦଣା କାନ୍ଦୁଛି ଝିଅ

by ସଞ୍ଜୟ ସ୍ୱାଇଁ
May 27, 2025
in State
ଦୁଇ ଗୋଷ୍ଠୀ ମଧ୍ୟରେ ମାରପିଟ୍‌, ପୋଲିସ ଫୋର୍ସ ମୁତୟନ
72
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ମୋ ପୁଅର ସବୁ ଲୁଟିନେଲା, ମୋ ପୁଅକୁ ଫସାଇଦେଲା । ଏବେ ଆସି କୁମ୍ଭୀର କାନ୍ଦଣା କାନ୍ଦୁଛି ଝିଅ । ଗତକାଲି ସାବିତ୍ରୀରେ ଲଭ, ସେକ୍ସ, ଧୋକାର ଅଭିଯୋଗ ଆଣିଥିବା ପୀଡିତାଙ୍କ ବିରୋଧରେ ଏଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ଯୁବକଙ୍କ ବାପା । କେବଳ ସେତିକି ନୁହେଁ, ଯୁବତୀ ଜଣଙ୍କ ବିବାହିତା । ତାଙ୍କର ୮ ବର୍ଷର ପିଲା ମଧ୍ୟ ଥିବା ଅଭିଯୋଗ କରିଛନ୍ତି ପୁଅର ବାପା । ପୁଅକୁ ବ୍ଲାକମେଲ କରି ଯୁବତୀ ଜଣଙ୍କ ଲକ୍ଷାଧିକ ଟଙ୍କା ନେଇଥିବା ବେଳେ ନଗଦ ଟଙ୍କା ଓ ସୁନା ମଧ୍ୟ ନେଇଯାଇଥିବା କ୍ୟାମେରା ଆଗରେ କହିଛନ୍ତି ପରିବାର ଲୋକ। ଗତକାଲି ଯୁବତୀ ଜଣଙ୍କ ଏୟାରପୋର୍ଟ ଥାନାର ଦ୍ୱାରସ୍ଥ ହେବା ସହ ଯୁବକ ଜଣଙ୍କ ତାଙ୍କୁ ମନ୍ଦିରରେ ବିବାହ କରିଥିବା ନେଇ ଅଭିଯୋଗ କରିଥିଲେ। ଏପରିକି ତାଙ୍କ ଅଜାଣତରେ ଯୁବକ ଜଣକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିଥିବା ନେଇ ଏତଲାରେ ଦର୍ଶାଇଥିଲେ। ତେବେ କିଏ କହୁଛି ସତ ? ପୁରା ଘଟଣାକ୍ରମରେ କାହାର ଭୁଲ ? ପୋଲିସ ଏ ନେଇ ତଦନ୍ତ କରୁଛି ।

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

ଜିଲ୍ଲା ଚିକିତ୍ସାଳୟରେ ବିଶ୍ୱ ମ୍ୟାଲେରିଆ ଦିବସ-୨୦୨୬

April 25, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ:ଦ୍ବିତୀୟ ଦିନରେ ଡ୍ର ରହିଲା ମ୍ୟାଚ୍

April 25, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ  ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ:ପରାଜିତ ବିଧାୟକ ପ୍ରାର୍ଥୀ ଏଠି ଚୌକି ପାଇଁ ସାଂସଦଙ୍କ ପ୍ରତିନିଧି

April 25, 2026
ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

ଶନିଶ୍ଚର ଦେବଙ୍କ ତୃତୀୟ ବାର୍ଷିକ ଉତ୍ସବ:ନୂତନ ଯଂଜ୍ଞ ମଣ୍ଡପ ନିର୍ମାଣ ପାଇଁ ଦାବୀ

April 25, 2026
ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

ଶ୍ରୀଜଗନ୍ନାଥ କଳା ବିକାଶ ଟ୍ରଷ୍ଟ:ସ୍କିଲ୍ ଫେଷ୍ଟ ୨୦୨୬ ପ୍ରତିଯୋଗିତା

April 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!